ସଚେତନତା ରୋକିପାରିବ କରୋନା ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୪(ବ୍ୟୁରୋ): କରୋନା ସଂକ୍ରମଣକୁ କେବଳ ସଚେତନତା ଦ୍ୱାରା ରୋକାଯାଇପାରିବା। କରୋନାକୁ ଡରିବାର ନାହିଁ। ଏଥିପ୍ରତି ଆମକୁ ସାବଧାନ ହେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଛନ୍ତି। ଶନିବାର ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ନୂଆଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା ବ୍ୟକ୍ତି ଟୋଲ ଫ୍ରି ନମ୍ବର ୧୦୪କୁ ଫୋନ କରି ତୁରନ୍ତ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଡାକ୍ତରଙ୍କ ପରାମର୍ଶ ନେବା ସହିତ ୨୪ ଘଣ୍ଟାରେ ଟେଷ୍ଟ କରିବା ପାଇଁ ଆଗେଇ ଆସନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥରୁଛି ଜି. ଉଦୟଗିରି: ସବୁଠାରୁ ଥଣ୍ଡା ସହର ଚିହ୍ନଟ

ଜି.ଉଦୟଗିରି, ୧୧ା୧(ଶିଶିର ପଟ୍ଟନାୟକ): କନ୍ଧମାଳନ୍‌ ଜିଲା ଜି.ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତ ଲହର ଜାରି ରହିଛି। ଶନିବାର ସର୍ବନିମ୍ନ ତାପମାତ୍ରା ୪.୮...

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର...

‘ସୁଭଦ୍ରା’ରେ ପୁନଃସାମିଲ ହେଲେ ୮ହଜାରରୁ ଅଧିକ ଆବେଦନକାରୀ

ଭୁବନେଶ୍ୱର,୧୦ା୧: ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ...

ଆକ୍ରମଣ ମହଙ୍ଗା ପଡିଲା: ଆଜିଠୁ ଏନିମଲ୍ ରୋବୋଟିକ୍ ଶୋ ବନ୍ଦ

ମଥୁରାନଗରୀ, ୧୧।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ଉପଲକ୍ଷେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡିଆରେ ମୀନାବଜାର ସମେତ...

ସହଦେବଙ୍କ ପରିବାରକୁ ମିଳିବ ୫ଲକ୍ଷ ଟଙ୍କା ଅନୁକମ୍ପା ରାଶି

ଭୁବନେଶ୍ୱର, ୧୦।୧ (ବନ୍ଦନା ସେଠୀ):ସଫେଇ କର୍ମଚାରୀ ସଂଘର ସଭାପତି ସ୍ବର୍ଗତ ସହଦେବ ନାୟକଙ୍କ ପରିବାରଙ୍କୁ ସଫେଇ ଏଜେନ୍ସିଗୁଡିକ ପକ୍ଷରୁ ୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ...

ସହଦେବ ନାୟକଙ୍କ ଏକାଦଶାହ ଭୋଜି ଖର୍ଚ୍ଚ ତୁଲାଇବେ ରାଣୀ ପଣ୍ଡା

ଭୁବନେଶ୍ୱର,୧୧।୧ (ବନ୍ଦନା ସେଠୀ): ବିଏମ୍‌ସି ସଫେଇ ମଜଦୂର ସଂଘର ସଭାପତି ସହଦେବ ନାୟକଙ୍କ ହତ୍ୟାର ପ୍ରତିବାଦ କରିବା ସହ ଦୋଷୀଙ୍କୁ ଉପଯୁକ୍ତ ଦଣ୍ଡ ପ୍ରଦାନ ଦାବିରେ...

ଥିଲେ ଯେଉଁଠି, ଫେରିଲେ ସେଇଠିକି ଫେରିଲେ ରଘୁବର

ଭୁବନେଶ୍ୱର,୧୦ା୧(ସୁନିତ୍‌ ମିଶ୍ର):ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଥିଲେ ଯେଉଁଠି ସେଇଠିକି ଫେରିଯାଇଛନ୍ତି। ପୂର୍ବରୁ ଭାଜପା ନେତା ତଥା ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଥିବା ରଘୁବର ଦାସ...

ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼

କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image