ସନ୍ତୁଳିତ ରହିବ କ୍ୟାଲୋରି

ଆମ ଶରୀରରେ କ୍ୟାଲୋରି ସନ୍ତୁଳିତ ରହିବା ନିହାତି ଜରୁରୀ। ଏଥିରେ ଅସନ୍ତୁଳିତ ପରିଲକ୍ଷିତ ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ତେବେ କ୍ୟାଲୋରି ସ୍ତରକୁ ସନ୍ତୁଳିତ ରଖିବା ପାଇଁ କେତେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡେ। ସନ୍ତୁଳିତ ଖାଦ୍ୟ ଖାଇବା ବ୍ୟତୀତ ଆଉ ଏକ ସରଳ ଉପାୟରେ କ୍ୟାଲୋରିକୁ ସନ୍ତୁଳିତ ରଖିହେବ। ତାହା କ’ଣ ଜାଣନ୍ତି ? ରକ୍ତଦାନ। ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ, ଯଦି ଜଣେ ବ୍ୟକ୍ତି ନିୟମିତି ସମୟ ଅନ୍ତରାଳରେ ରକ୍ତଦାନ କରନ୍ତି ତେବେ ତାଙ୍କ ଶରୀରରେ କ୍ୟାଲୋରି ପରିମାଣ ସନ୍ତୁଳିତ ରହିଥାଏ। ହେଲେ ରକ୍ତଦାନ କରିବା ପୂର୍ବରୁ ସେମାନେ ଏ ନେଇ କେତେ ଫିଟ୍‌ ତାହା ପରୀକ୍ଷା କରାଇ ନେବା ଜରୁରୀ। ନିୟମିତ ସମୟ ଅନ୍ତରାଳରେ ରକ୍ତଦାନ କରୁଥିବା କେତେକ ବ୍ୟକ୍ତିଙ୍କ କ୍ୟାଲୋରି ପରିମାଣ କେତେ ରହୁଛି ତାହାକୁ ପରୀକ୍ଷା କରିବା ପରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକଥା ଜାଣିପାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଖରୋଟ୍‌ ଖାଇଲେ ମିଳେ ଏସବୁ ଫାଇଦା

ଅଖରୋଟ୍‌ ଏପରି ଏକ ଶୁଖିଲା ଫଳ, ଯାହା ଏହାକୁ ଖାଇବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ଲାଭ ମିଳିବ। ନିକଟରେ ହୋଇଥିବା ଏକ ଅଧ୍ୟୟନ...

କୃତ୍ରିମ ବୁଦ୍ଧିମତ୍ତା

ଯଦିଓ କୃତ୍ରିମ ବୁଦ୍ଧିମତ୍ତାର ବିକାଶର ପ୍ରାରମ୍ଭିକ ପର୍ଯ୍ୟାୟ ଆମେ ବର୍ତ୍ତମାନ ଆଣିଛୁ ତଥାପି କୃତ୍ରିମ ବୁଦ୍ଧିମତ୍ତା ମାନବ ସମାଜକୁ ଅନେକ ଉପାୟରେ ଉପକୃତ କରିବାର ସାମର୍ଥ୍ୟ...

ବ୍ରେନ୍‌ ଟ୍ୟୁମର: କାରଣ, ସତର୍କତା

ମନୁଷ୍ୟ ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଲା ବ୍ରେନ୍‌ ବା ମସ୍ତିଷ୍କ। ଏହା ୨୮ଟି ଛୋଟବଡ଼ ହାଡ଼କୁ ନେଇ ଗଠିତ। ଖପୁରି ଭିତରେ ମସ୍ତିଷ୍କ ସୁରକ୍ଷିତ...

ଶେଯରେ ବସି ଖାଉଥିଲେ ନିହାତି ଜାଣନ୍ତୁ..

ପୂର୍ବେ, ଲୋକମାନେ ଭୂମି ଉପରେ ଚକା ପକାଇ ଭୋଜନ କରୁଥିଲେ। କିନ୍ତୁ ପରିବର୍ତ୍ତିତ ସମୟାନୁସାରେ ଏହାର ସ୍ଥାନ ଡାଇନିଂ ଟେବୁଲ୍‌ ନେଇଗଲା। ହେଲେ ଏବେ ବି...

ଦଶହରାରେ କ’ଣ କଲେ ହୁଏ ଶୁଭ, ଜାଣନ୍ତୁ ….

ଦଶହରାରେ ଘରକୁ ପରିଷ୍କାର ପରିଚ୍ଛନ୍ନ କରିବା ସହ ମା’ଙ୍କ କୃପା ଲଭିବାକୁ ଘରେ ଘରେ ସ୍ବତନ୍ତ୍ର ପୂଜାବିଧିର ଆୟୋଜନ କରାଯାଇଥାଏ। ତେବେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି...

ଏହି ୨ ଗୁଣ ଶତ୍ରୁଙ୍କୁ କରିଦେବ ମିତ୍ର ଚାଣକ୍ୟ କହିଲେ…

ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା...

କଦାପି ଏହି ୪ ସ୍ବଭାବର ବ୍ୟକ୍ତିଙ୍କୁ ନିଜ ଘରକୁ ଡାକନ୍ତୁ ନାହିଁ, ପଶ୍ଚାତାପ କରିବେ; ଜାଣନ୍ତୁ ଏଭଳି କାହାକୁ କହିଛନ୍ତି ଚାଣକ୍ୟ…

କଥାରେ ଅଛି ‘ଅତିଥି ଦେବୋ ଭବଃ’। ଅର୍ଥାତ ଅତିଥି ହେଉଛନ୍ତି ଭଗବାନଙ୍କ ସ୍ବରୂପ। କୁହାଯାଏ ଯେ ଭଗବାନ ଯେକୌଣସି ସମୟରେ ଯେକୌଣସି ରୂପରେ ଆସିପାରନ୍ତି। ହିନ୍ଦୁ...

ଅନ୍ୟ ଉପରେ ସହଜରେ ବିଶ୍ୱାସ କରୁଛନ୍ତି କି? ମନେରଖନ୍ତୁ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri