ସମିତିକୁ ଧାନଦେଇ ପ୍ରାପ୍ୟ ପାଉନାହାନ୍ତି ଚାଷୀ: ପ୍ରତିବାଦରେ ଜାତୀୟ ରାଜପଥ ଅବରୋଧ

ଭଣ୍ଡାରିପୋଖରୀ, ୨୯ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ୧୬ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନ ୧୧ଟାରେ ନଗୁଆ ସେବା ସମବାୟ ସମିତିର ଶତାଧିକ ଚାଷୀ ସମିତିକୁ ମାର୍ଚ୍ଚ ମାସରେ ଧାନ ବିକିଛନ୍ତି। କିନ୍ତୁ ଏ ପର୍ଯ୍ୟନ୍ତ ପ୍ରାପ୍ୟ ପାଇନାହାନ୍ତି। ଏ ନେଇ ଚାଷୀମାନେ ଶନିବାର ଜାତୀୟ ରାଜପଥ ଅବରୋଧ କରିଛନ୍ତି।