
ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜୟନାରାୟଣ ମିଶ୍ର ୪୭୨୨ ଭୋଟ ପାଇଛନ୍ତି।
ସମ୍ବଲପୁର,୨୩।୫: ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ସମ୍ବଲପୁର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଡା. ରେସେଶ୍ୱରୀ ପାଣିଗ୍ରୀହୀ ଆଗୁଆ ରହିଛନ୍ତି। ରାସେଶ୍ୱରୀ ୫୩୪୩ ଭୋଟ ପାଇଥିବାବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଜୟନାରାୟଣ ମିଶ୍ର ୪୭୨୨ ଭୋଟ ପାଇଛନ୍ତି।
ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟ ଶୁକ୍ରବାର କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କ ବିଷୟରେ ଦିଆଯାଇଥିବା ମନ୍ତବ୍ୟ...
ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ,...
ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍ଓପି ନ...
ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ଏକ ସାକ୍ଷାତକାରରେ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି କରିଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ଗତ ତିନି ଦଶନ୍ଧି ଧରି...
ଭୁବନେଶ୍ୱର,୨୫ା୪: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ। ନୂଆପଡ଼ା ଜିଲା ଖଡ଼ିଆଳରେ ବିନା କାମରେ ସେ...
ଆନନ୍ଦପୁର,୨୫ା୪(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ପୌରପରିଷଦ ୧ ନଂ ଆଉ ୨ ନଂ ଓ୍ବାର୍ଡର ଚାଷୀମାନେ ଶୁକ୍ରବାର ସକାଳ ୧୦.୩୦ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଜର...
ଭୁବନେଶ୍ୱର,୨୫।୪: ଓଡ଼ିଶା ସରକାର ଆଗାମୀ ମାସରେ ଅନ୍ତୋଦୟ ଗୃହ ଯୋଜନା ଅଧୀନରେ ଆଉ ଏକ ଲକ୍ଷ ଘର ହିତାଧିକାରୀଙ୍କୁ ଯୋଗାଇ ଦେବାକୁ ପ୍ରସ୍ତୁତି କରୁଛନ୍ତି, ବୋଲି...
ଭୁବନେଶ୍ୱର,୨୫।୪: ମୟୁରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟକୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିବା ପରେ ଆସିଛି ଆଉ ଏକ ଖୁସି ଖବର। ଶୁକ୍ରବାର ବନ୍ୟପ୍ରାଣୀ ପିସିସିଏଫ ପ୍ରେମ...