Categories: ରାଜ୍ୟ

ସରକାରୀ ସ୍କୁଲରେ ମିଠା ଦହି ଖାଇ ୨୫ ଛାତ୍ର ଅସୁସ୍ଥ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଞ୍ଚଳରେ ଥିବା ଏକ ପ୍ରମୁଖ ସରକାରୀ ସ୍କୁଲ ହଷ୍ଟେଲରେ ମିଠାଦହି ଖାଇ ୨୫ ଜଣ ଛାତ୍ର ଅସୁସ୍ଥ ହୋଇପଡିଥିଲେ। ପ୍ରଥମେ ବାନ୍ତି ହେବା ସହ ସେମାନଙ୍କ ମୁଣ୍ଡ ବୁଲାଇଥିଲା। ଖବର ପାଇ ସ୍କୁଲ କର୍ତ୍ତୃପକ୍ଷ ୫ ଜଣିଆ ଡାକ୍ତରୀ ଟିମ୍‌ ଦ୍ୱାରା ଅସୁସ୍ଥ ଛାତ୍ରମାନଙ୍କୁ ଚିକିତ୍ସା କରିବା ପରେ ସେମାନେ ସୁସ୍ଥ ଥିବା ଜଣାପଡିଛି।

Share