Posted inଖେଳ

ସର୍ଗିଓ ଅଗୁରୋଙ୍କ ପ୍ରିମିୟର ଲିଗ୍‌ ରେକର୍ଡ

ଲଣ୍ଡନ,୧୩।୧- ମାଞ୍ଚେଷ୍ଟର ସିଟି ଷ୍ଟ୍ରାଇକର ସର୍ଗିଓ ଅଗୁରୋ ପ୍ରିମିୟର ଲିଗ୍‌ ଇତିହାସରେ ବିଦେଶୀ ଖେଳାଳିଙ୍କ ମଧ୍ୟରେ ସର୍ବାଧିକ ଗୋଲ କରିଥିବା ଖେଳାଳି ହେବାର ରେକର୍ଡ କରିଛନ୍ତି। ରବିବାର ଆଷ୍ଟାନ ଭିଲା ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍‌କୁ ୧-୬ ଗୋଲରେ ଜିତିନେଇଥିଲା ମାଞ୍ଚେଷ୍ଟର ସିଟି। ସ୍ପାନିଶ ଖେଳାଳି ସର୍ଗିଓ ୮୧ତମ ମିନିଟ୍‌ରେ ହ୍ୟାଟ୍ରିକ ପୂରଣ କରିଥିଲେ। ଏହା ପ୍ରିମିୟର ଲିଗ୍‌ରେ ତାଙ୍କର ୧୨ତମ ହ୍ୟାଟ୍ରିକ। ପ୍ରିମିୟର ଲିଗ୍‌ରେ ତାଙ୍କ ଗୋଲ ସଂଖ୍ୟା ୧୭୭ରେ ପହଞ୍ଚିଛି। ଏଥିସହ ସେ ଥିଏରି ହେନରି (୧୭୫ ଗୋଲ)ଙ୍କୁ ପଛରେ ପକାଇ ଦେଇଛନ୍ତି। ପ୍ରିମିୟର ଲିଗ୍‌ ଇତିହାସରେ ସର୍ବାଧିକ ଗୋଲ ସ୍କୋରରଙ୍କ ତାଲିକାରେ ଅଗୁରୋ ଏବେ ଫ୍ରାଙ୍କ ଲାମ୍ପାର୍ଡଙ୍କ ସହ ମିଳିତ ୪ର୍ଥ ସ୍ଥାନରେ ରହିଛନ୍ତି। ଏହି ତାଲିକାରେ ଶିରରରେ ସର୍ବାଧିକ ୨୬୦ ଗୋଲ ସହ ଶୀର୍ଷରେ ଅଛନ୍ତି। ତାଙ୍କ ପଛକୁ ଓ୍ବେନ ରୁନି (୨୦୮) ଓ ଆଣ୍ଡ୍ର୍ୟୁ କୋଲ (୧୮୭) ପ୍ରିମିୟର ଲିଗ୍‌ରେ ଅଗୁରୋଙ୍କଠାରୁ ଅଧିକ ଗୋଲ କରିଛନ୍ତି। ଅଗୁରୋ ୨୦୧୧ରେ ସିଟି ପାଇଁ ଖେଳିବା ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri