ସର୍ପାଘାତରେ ମହିଳାଙ୍କ ଜୀବନଗଲା, ଡାକ୍ତରଖାନାରେ ଗୁଣିଆଙ୍କ ଝଡ଼ାଫୁଙ୍କା

ଉଦଳା,୧୯।୯(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନରେ ଥିବା କାଠପାଳ ଗ୍ରାମର ଆରତି ମାଝି(୫୦)ଙ୍କୁ ବୁଧବାର ସର୍ପାଘାତ ହେବାରୁ ପରିବାର ଲୋକେ ଉଦଳା ଡାକ୍ତରଖାନା ଚିକିତ୍ସା ପାଇଁ ଆଣୁଥିବା ବେଳେ ରାସ୍ତାରେ ତାଙ୍କର ଜୀବନ ଚାଲିଯାଇଥିଲା। ପରେ ଡାକ୍ତର ମଧ୍ୟ ମୃତ ଘୋଷଣା କରିଥିଲେ। ମାତ୍ର ପରିବାର ଲୋକେ ଡାକ୍ତରଙ୍କ ଘୋଷଣାକୁ ବିଶ୍ବାସ ନକରି ଗୁଣିଆର ସହାୟତା ନେଇ ଝଡ଼ାଫୁଙ୍କା କରି ଶେଷରେ ନିରାଶ ହୋଇଛନ୍ତି। ସୂଚନା ଯେ, ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ଉଦଳା ଅଞ୍ଚଳରେ ବହୁତ ଲୋକଙ୍କ ଜୀବନ ହାନି ଘଟୁଥିବା ନଜରକୁ ଆସୁଛି। ସଚେତନତା ଅଭାବରୁ ଏପରି ଘଟୁଛି ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍‌...

ଏମ୍‌ପିଙ୍କ ପରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ୱର,୨୮।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଶୁକ୍ରବାର ଗୃହର ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ଦାବି କରାଯାଇଛି। ବିରୋଧୀ ଏବଂ ଶାସକ ଦଳର ବିଧାୟକମାନେ ଦରମା...

ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ

କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର...

‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି...

ନବଜାତକଙ୍କୁ ଓଟିରୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ

ସୁନ୍ଦରଗଡ଼,୨୮ା୩: ନବଜାତଙ୍କୁ ଛାଡିବା ପାଇଁ ୧୦୦୦ ଟଙ୍କା ଦାବି କଲେ ନର୍ସିଂ କର୍ମଚାରୀ। ସରକାରୀ ମେଡିକାଲରେ ଏଭଳି ଚିନ୍ତାଜନକ ବିଷୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ର ଜିଲ୍ଲା...

୩୦ରେ କଳାହାଣ୍ଡି ଆସିବେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକ୍ରମ ସଫଳ ପାଇଁ ଜିଲାବାସୀଙ୍କୁ ନିବେଦନ

ଭବାନୀପାଟଣା,୨୮ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୩୦ ତାରିଖ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ ରହିଛି। ଏହି ସମୟରେ ସେ ଜିଲାର...

୨ରୁ ନୂଆ ପାଠପଢ଼ା: ଘରକୁ ଯାଇ ନିମନ୍ତ୍ରଣପତ୍ର ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ୫ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କ ନାମଲେଖା ନିମନ୍ତେ ଘରକୁ ଘର ବୁଲି ଅଭିଭାବକଙ୍କୁ ସଚେତନ...

ପୂରଣ ହେଉନି ଟ୍ୟାପ୍‌ରେ ପାଣି ପାଇବା ସ୍ବପ୍ନ

ଝାରସୁଗୁଡ଼ା,୨୮।୩(ଆଶିଷ ରଞ୍ଜନ ଦାଶ): ପ୍ରତ୍ୟେକ ପରିବାର ନିକଟରେ ୨୦୨୪ ଶେଷ ସୁଦ୍ଧା ଟ୍ୟାପ ଯୋଗେ ବିଶୁଦ୍ଧ ପିଇବା ପାଣି ପହଞ୍ଚାଇବା ପାଇଁ ସରକାର ଘୋଷଣା କରିଥିଲେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image