Categories: ଖେଳ

ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଶୁଟିଂ: ଶ୍ରୀୟଙ୍କାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୬।୧୧(କ୍ରୀଡ଼ା ପ୍ରତିନିଧି)-
ଆସୋସିଏଶନ ଅଫ୍‌ ଇଣ୍ଡିଆନ ୟୁନିଭର୍ସିଟି(ଏଆଇୟୁ) ଆନୁକୂଲ୍ୟରେ ହରିୟାଣାର ଫରିଦାବାଦରେ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃବିଶ୍ୱବିଦ୍ୟାଳୟ ଶୁଟିଂ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଶ୍ରୀୟଙ୍କା ଷଡ଼ଙ୍ଗୀ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଏମବିଏ ଛାତ୍ରୀ ଶ୍ରୀୟଙ୍କା ପ୍ରତିଯୋଗିତାରେ କିଟ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ଏହି ସଫଳତା ପାଇଁ ଶ୍ରୀୟଙ୍କାଙ୍କୁ କିଟ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି।

Share