ସାଇନସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ସାଇନସ୍‌ରୁ ମୁକ୍ତି ପାଇବା ପାଇଁ ଆୟୁବେର୍ଦରେ ଅନେକ ପ୍ରକାର ପରାମର୍ଶ ଦିଆଯାଇଥାଏ। ଏହି ରୋଗରେ ତୁଳସୀ ପତ୍ର ସକାଳେ ବାଟି ଏହାର ରସ ପିଇଲେ ସୁଫଳ ମିଳିଥାଏ । ଏହି କ୍ଷେତ୍ରରେ ଧଳା ତୁଳସୀ ତୁଳନାରେ କଳା ତୁଳସୀ ଅଧିକ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଲେମ୍ବୁ ରସ ଓ ଗୋଲମରିଚ ସହିତ ତୁଳସୀ ପତ୍ରକୁ ବାଟି ପିଇଲେ ମଧ୍ୟ ସାଇନସ୍‌ ସମସ୍ୟାରୁ ସହଜରେ ମୁକ୍ତି ମିଳିଥାଏ । ଏହା ସହିତ ପିପ୍ପଳୀ, ଅଦାରସ ଏବଂ ମହୁ ମିଶାଇ ପିଇଲେ ସାଇନସ୍‌ ଶୀଘ୍ର ଭଲ ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।

Share