ସାଉଥ୍‌ ସୁପରଷ୍ଟାର ଚିରଞ୍ଜୀବି କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଚିରଞ୍ଜୀବି କୋନିଡେଲା କୋଭିଡ୍‌ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋ ଠାରେ ସାମାନ୍ୟ ଲକ୍ଷଣ ଦେଖାଦେବାରୁ ମୁଁ ନିଜର କୋଭିଡ ଟେଷ୍ଟ କରିଥିଲି ଏବଂ ମୋର ପଜିଟିଭ୍‌ ଆସିଛି। ବର୍ତ୍ତମାନ ସେ ଏବେ ଆଇସୋଲେସନରେ ଅଛନ୍ତି। ତେବେ ଯେଉଁମାନେ ସଂସ୍ପର୍ଶରେ ଆସିଛନ୍ତି ସେମାନେ ସମସ୍ତେ କୋଭିଡ୍‌ ଟେଷ୍ଟ କରାଇନେବାକୁ ସେ କହିଛନ୍ତି।

Share