ସାତଫେରା ପରେ କ୍ୱାରାଣ୍ଟାଇନ୍‌ରେ କନ୍ୟା-ବର-ବରଯାତ୍ରୀ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ସାତଫେରା ପରେ କନ୍ୟା, ବର ଏବଂ ୮୫ ବରଯାତ୍ରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସ୍ଥାନୀୟ ଛତ୍ରପୁର ଅଞ୍ଚଳରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁଗ୍ରାମ୍‌ରୁ ବରଯାତ୍ରୀ ଘୁବରା ସହରକୁ ଆସିଥିଲେ। ତେବେ ବିବାହରେ ଯୋଗଦେଇଥିବା ଜଣେ ଅତିଥିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ସୁରକ୍ଷା ଦୃଷ୍ଟିରୁ ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିଛି। ଅତିଥି ଜଣଙ୍କ କନ୍ୟା ଲକ୍ଷ୍ମୀ ଅହିରଓ୍ବାର ଏବଂ ବର ଅଭଦେଶ ଅହିରଓ୍ବାରକଙ୍କ ବିବାହରେ ମିଠା ପ୍ରସ୍ତୁତ କରୁଥିବା କୁହାଯାଉଛି। ସାତଫେରା ଛାଲିଥିବାବେଳେ ସମ୍ପୃକ୍ତ ବ୍ୟକ୍ତି କରୋନା ପଜିଟିଭ୍‌ ରିପୋର୍ଟ ଆସିଥିଲା। ତେବେ ବିବାହ ଶେଷ ପରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଞ୍ଜରଙ୍କ ପୈତୃକ ଘରେ ଭିଜିଲାନ୍ସ: ୯ଟି ସ୍ଥାନରେ ଚାଲିଛି ମାରାଥନ ଚଢ଼ାଉ

ଦାରିଙ୍ଗବାଡି,୧୯।୯(ଅରୁଣ ସାହୁ):ରାୟଗଡା ଜିଲା କାଶୀପୁର ବନାଞ୍ଚଳର ବନାଞ୍ଚଳ ଅଧିକାରୀ ଅନ୍ତର୍ଯ୍ୟାମୀ ସାହୁଙ୍କ ପୈତୃକ ଘରେ ଭିଜିଲାନ୍ସ ଟିମ ଚଢ଼ାଉ କରୁଛନ୍ତି। ଏହି ଟିମରେ କୋରାପୁଟ ଜିଲା...

ବିଳମ୍ବିତ ରାତିରେ ୩ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୦ଭରିରୁ ଅଧିକ ସୁନା

ଆନନ୍ଦପୁର ୧୯।୯(ସୁଶାନ୍ତ କୁମାର ସାହୁ): ବିଳମ୍ବିତ ରାତିରେ ବଡ଼ ଧରଣର ଚୋରି। ଘଟଣାରେ ଜଣେ ଅଟକ ସହ ବାଇକ ଜବତ କରାଯାଇଛି। ଆନନ୍ଦପୁର ଥାନା କଣ୍ଟିପାଳ...

ସ୍ତ୍ରୀଙ୍କୁ ନିଛାଟିଆ ସ୍ଥାନକୁ ଡାକିନେଲେ ସ୍ବାମୀ, ଆଉ ତା’ପରେ ଘଟଣାଇଲେ ଏମିତି କାଣ୍ଡ

ବାଲେଶ୍ୱର, ୧୯।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଟାଉନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ବେକକୁ ଛୁରୀରେ କାଟି ହତ୍ୟା ଉଦ୍ୟମ କରିଛନ୍ତି ସ୍ବାମୀ।...

ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ ବାରିକଙ୍କ ଅକାଳ ବିୟୋଗ, ନାଟ୍ୟ ଅଭ୍ୟାସ ସାରି ଫେରିବା ପରେ…

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଆଇନଜୀବୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ପଙ୍କଜ କୁମାର ବାରିକ (ମିଟୁ ସାର )ଙ୍କ ଗୁରୁବାର...

୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଚକ-ଅଖ ସବୁ ଠପ୍‌

କଣ୍ଟାମାଳ,୧୯।୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କଣ୍ଟାମାଳକୁ ସବ୍‌ଡିଭିଜନ, ଏନ୍‌ଏସି ମାନ୍ୟତା ସହ ଏକ ସବ୍‌ଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ...

ପଡ଼ୋଶୀରେ ଅସ୍ଥିରତା

ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏସିଆରେ ଦେଖାଯାଉଥିବା ଅସ୍ଥିରତା ଉଭୟ ଭାରତ ଓ ତାହାର ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ପାଇଁ ଅଧିକ ବିପଜ୍ଜନକ ହୋଇଛି। ନିକଟରେ ନେପାଳର ହିଂସାତ୍ମକ...

ଝାରସୁଗୁଡ଼ାରେ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ ପାଇଁ ୨୫୦ କୋଟି, ଅଷ୍ଟ୍ରେଲୀୟ ସଂସ୍ଥା କରୁଛି ଡିପିଆର

ଝାରସୁଗୁଡ଼ା,୧୯।୯: ଝାରସୁଗୁଡ଼ାର ମାଳୀମୁଣ୍ଡାସ୍ଥିତ କ୍ରିକେଟ୍ ଷ୍ଟାଡିୟମକୁ ଆନ୍ତର୍ଜାତିକ ସ୍ତରରେ ଉନ୍ନୀତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ...

ପଶ୍ଚିମବଙ୍ଗକୁ ଚାଲାଣ ହେଉଛି କଇଁଛ: ଟ୍ରେନ୍‌ରୁ ୧୭ କଇଁଛ ଜବତ, ୨ ଗିରଫ

ବାଲେଶ୍ୱର,୧୯।୯(ବାଞ୍ଛାନିଧି ଦେ): ଦକ୍ଷିଣ-ପୂର୍ବ ରେଳପଥ ଖଡଗପୁର ଡିଭିଜନ୍‌ର ଆର୍‌ପିଏଫ୍‌ ସିଆଇବି (କ୍ରାଇମ୍‌ ଇଣ୍ଟେଲିଜେନ୍ସ ବ୍ରାଞ୍ଚ) ପକ୍ଷରୁ ଗୁରୁବାର ଏକ ଟ୍ରେନ୍‌ରେ ଚଢାଉ କରାଯାଇଥିଲା। ଭଦ୍ରକ-ଖଡଗପୁର ଡାଉନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image