ସାନିଟାଇଜର ସିଞ୍ଚନ ଆରମ୍ଭ କଲା ବୋରିଗୁମ୍ମା ପ୍ରଶାସନ

ବୋରିଗୁମ୍ମା,୪।୪(ଡି.ଏନ୍. ଏ.): କରୋନା ପାଇଁ ସାମାଜିକ ଦୂରତା ଓ ପରିମଳ ସ୍ୱଚ୍ଛତା ଗୁରୁତ୍ୱପୂର୍ଣ୍ଣ ଥିବାରୁ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ସଦରରେ ସାନିଟାଇଜର ସିଞ୍ଚନ ଆରମ୍ଭ କରିଛି ପ୍ରଶାସନ। ବୋରିଗୁମ୍ମା ଅଞ୍ଚଳର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ବ୍ୟାଙ୍କ, ଦୈନିକ ବଜାର, ସ୍ଥାନୀୟ ଛକରେ ସାନିଟାଇଜର ସିଞ୍ଚନ କରାଯାଇଛି। ପ୍ରତିଦିନ ଅପରାହ୍ନରେ ଏକ ଘଣ୍ଟା ପାଇଁ ସିଞ୍ଚନ କାର୍ଯ୍ୟକ୍ରମ ଜାରି ରହିବ ବୋଲି ତହସିଲଦାର ସଞ୍ଜୀବ କୁମାର ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୌସେନା କର୍ମଚାରୀଙ୍କ ଶ୍ରାଦ୍ଧବାର୍ଷିକୀରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ମୃତିଚାରଣ କଲେ ଯୁବଗୋଷ୍ଠୀ

ବେଲଗୁଣ୍ଠା,୧୬।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗୋବରା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମର ନୌସେନା କର୍ମଚାରୀ ସ୍ବର୍ଗତ କୃଷ୍ଣ ଚନ୍ଦ୍ର ଗୌଡ଼ଙ୍କ ତୃତୀୟ...

ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ, ଉତ୍ତମ ମଣିଷ ହେବାକୁ ପରାମର୍ଶ

କର୍ଲାମୁଣ୍ଡା:୧୬।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋର ପଦର ପଞ୍ଚାୟତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ...

କୋକଲୁଣ୍ଡା ରଙ୍ଗମଞ୍ଚରେ କଳାକାରଙ୍କୁ ସମ୍ବର୍ଦ୍ଧନା, ପ୍ରଶଂସା ସାଉଁଟିଲା ‘କିଏ କାନ୍ଦି ନାହଁ ହାତ ଟେକ’

ବେଲଗୁଣ୍ଠା,୧୬।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ଗଞ୍ଜାମ ପ୍ରସିଦ୍ଧ ଦଣ୍ଡନାଚ ଏହାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହା ଭିନ୍ନ ଭିନ୍ନ ସମୟରେ ଆରମ୍ଭ ହୋଇଥିଲେ...

ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣା ଚିନ୍ତାର ବିଷୟ ପାଲଟିଥିଲା। ତେବେ ବୁଧବାର ମଧ୍ୟ...

୩୦ଫୁଟ ପୋଲତଳୁ ମିଳିଲା ଯୁବକଙ୍କ ମୃତଦେହ : ବଢ଼ୁଛି ସନ୍ଦେହ

ପାଟଣା,୧୬।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଭୀମ କୁଣ୍ଡ ରାସ୍ତାର ଡୁମୁରିଆ ନାଳ ପୋଲ (୩୦)ଫୁଟ ତଳୁ ବୁଧବାର ଅପରାହ୍ନରେ ଜଣେ ଯୁବକଙ୍କ...

ବନ ବିହାରରେ ହେବ ଶହିଦ ସ୍ମୃତି ସ୍ତମ୍ଭ: ପ୍ରତିଶ୍ରୁତି ଦେଲେ ବିଧାୟକ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ ବନ ସେବା ବ୍ରହ୍ମପୁର ସର୍କଲ ସଭାପତି ଅନୁପ କୁମାର ବିଷୋୟୀଙ୍କ ନେତୃତ୍ୱରେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର କର୍ମକର୍ତ୍ତାମାନେ...

ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ...

ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ

ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image