ସାନିଟାଇଜ ହେଲା ଗୋପାଳପୁର ବଜାର

ବାହାନଗା, ୨୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରକୁ ଗୁରୁବାର ସାନିଟାଇଜ୍‌ କରାଯାଇଛି। ଏହାସହ ପାଇକାସ୍ତା ତହସିଲ କାର୍ଯ୍ୟାଳୟ, ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟାଲ କାର୍ଯ୍ୟାଳୟ ଆଦି ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି ା