Posted inଜାତୀୟ

ସାନିଟାରୀ ନାପକିନ୍‌ରେ ଲୁଚାଇରଖିଥିଲେ ୩ କୋଟି ଟଙ୍କାର ଡ୍ରଗ୍ସ: ମହିଳା ଗିରଫ

ବେଙ୍ଗାଲୁରୁ, ୧୮।୬: କର୍ନାଟକର କେମ୍ପେଗୌଡା ଜାତୀୟ ବିମାନବନ୍ଦରରେ ଶନିବାର ଡ୍ରଗ୍ସ କାରବାର ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ପୋଲିସ। ମହିଳାଜଣଙ୍କ ସାନିଟାରୀ ନାପକିନ୍‌ ଭିତରେ ୩ କୋଟି ଟଙ୍କାର ଡ୍ରଗ୍ସ ନେଇଆସୁଥିଲେ। ମହିଳାଙ୍କ ସହ ଅନ୍ୟ ୩ ଲୋକ ଆସୁଥିଲେ ବୋଲି ଡ୍ରଗ୍ସ ନିରୋଧ ସଂସ୍ଥାକୁ ପୂର୍ବରୁ ସୂଚନା ମିଳିଥିଲା। ଫଳରେ ବିମାନ ବନ୍ଦରରେ ଚଢାଉ କରାଯାଇ ମହିଳାଙ୍କ ସହ ଅନ୍ୟ ଦୁଇଜଣଙ୍କୁ ଗିରଫ କରାଯାଇଛି। ସେମାନେ କେରଳର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ମିରଠ ପରି ସ୍ୱାମୀଙ୍କୁ ‘ଡ୍ରମ୍’ରେ ପ୍ୟାକ୍ କରିବାକୁ ଧମକ ଦେଲେ ମହିଳା, ଭିଡିଓ ଭାଇରାଲ୍

ନୂଆଦିଲ୍ଲୀ,୩୧।୩: ଉତ୍ତର ପ୍ରଦେଶର ଗୋଣ୍ଡାରେ ଜଣେ ମହିଳା ତାଙ୍କ ସ୍ୱାମୀଙ୍କ ଶରୀରର କାଟି ଡ୍ରମ୍‌ରେ ପ୍ୟାକ୍ କରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ସମ୍ପ୍ରତି ମିରଠରେ...

ମହିଳାଙ୍କୁ କୁମାରୀତ୍ୱ ପରୀକ୍ଷା କରିବାକୁ ବାଧ୍ୟ କରାଯାଇପାରିବ ନାହିଁ: ଛତିଶଗଡ଼ ହାଇକୋର୍ଟ

ବିଳାସପୁର,୩୧।୩: ଜଣେ ମହିଳାଙ୍କୁ କୁମାରୀତ୍ୱ ପରୀକ୍ଷା କରିବାକୁ ବାଧ୍ୟ କରାଯାଇପାରିବ ନାହିଁ କାରଣ ଏହା ସମ୍ବିଧାନର ଧାରା ୨୧ କୁ ଉଲ୍ଲଂଘନ କରେ, ଯାହା ଜୀବନ...

RSS ସହ ମୋଦିଙ୍କର ନାହିଁ ଭଲ ସମ୍ପର୍କ? ସଂଘର ଏହି ନେତା କହିଲେ…

ନାଗପୁର,୩୧।୩: ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିବା ପରେ ୧୧ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ରବିବାର (୩୦ ମାର୍ଚ୍ଚ) ନରେନ୍ଦ୍ର ମୋଦି ନାଗପୁରରେ ରାଷ୍ଟ୍ରୀୟ...

ଔରଙ୍ଗଜେବଙ୍କ ସମାଧି ବିବାଦ ଉପରେ ରାଜ ଠାକରେ ବୟାନ: ହ୍ୱାଟ୍ସଆପ୍‌ରେ ଇତିହାସ ପଢ଼ନ୍ତୁ ନାହିଁ

ନୂଆଦିଲ୍ଲୀ,୩୧।୩: ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ ଠାକରେ ରବିବାର ଔରଙ୍ଗଜେବଙ୍କ ସମାଧି ଉପରେ ସାମ୍ପ୍ରଦାୟିକ ଉତ୍ତେଜନା ସୃଷ୍ଟି କରିବାର ପ୍ରୟାସକୁ ନିନ୍ଦା କରିଛନ୍ତି।...

UPI New Rule: ମୋବାଇଲ ନମ୍ବର ବନ୍ଦ ଥିଲେ ମିଳିବ ନାହିଁ UPI ସେବା, ବଦଳୁଛି ନିୟମ

ନୂଆଦିଲ୍ଲୀ,୩୧।୩: UPI କାରବାରର ସୁରକ୍ଷା ଏବଂ ପ୍ରଭାବକୁ ବୃଦ୍ଧି କରିବା ପାଇଁ ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ନୂତନ ନିୟମ ଜାରି କରିଛି।...

‘ଗୋଟିଏ ପୃଥିବୀ, ଗୋଟିଏ ସ୍ବାସ୍ଥ୍ୟ ପାଇଁ ଯୋଗ’, ଯୋଗ ୨୦୨୫ର ଥିମ

ନୂଆଦିଲ୍ଲୀ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଘୋଷଣା କରିଛନ୍ତି ଯେ ଏହି ବର୍ଷର ଅନ୍ତର୍ଜାତୀୟ ଯୋଗ ଦିବସର ବିଷୟବସ୍ତୁ ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ...

କିଏ ସେହି ନିଧି ତିଓ୍ବାରୀ, ଯିଏ ହେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରାଇଭେଟ ସେକ୍ରେଟାରୀ

ନୂଆଦିଲ୍ଲୀ,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀଙ୍କୁ ମନୋନୀତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା...

Eid Ul Fitr 2025: ଇଦ ଉପଲକ୍ଷେ ମୁସଲମାନ ଭାଇଙ୍କୁ ସ୍ବତନ୍ତ୍ର ବାର୍ତ୍ତା ଦେଲେ ମୋଦି

ନୂଆଦିଲ୍ଲୀ,୩୧।୩: ଇଦ-ଉଲ-ଫିତରକୁ ଇସଲାମର ସବୁଠାରୁ ପବିତ୍ର ପର୍ବ ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପବିତ୍ର ରମଜାନ ମାସ ପରେ ପାଳନ କରାଯାଏ। ଏହି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image