ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା ରାୟ ପ୍ରକାଶ : ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଖଲିକୋଟ, ୨୭ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଖଲିକୋଟର ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଖଲିକୋଟ ଏଡିଜେ ଶ୍ରୀନିବାସ ପ୍ରତିହାରୀ ୩୦୨/୧୨୦ ବି ଦଫା ସହିତ ବିଭିନ୍ନ ଦଫାରେ ମୁଖ୍ୟ ଅଭିଯୁକ୍ତ ଶ୍ୟାମସୁନ୍ଦର ପୃଷ୍ଟି, ସନ୍ତୋଷ ମହାରଣା, ଆର୍‌ ରମେଶ ରେଡ୍ଡୀ, ଶିବରାମ ନାଏକ ଏବଂ ସୁରେଶ ସାହୁଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି।

Share