Categories: ଜାତୀୟ

ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଛି ଭାଜପା: ପ୍ରିୟଙ୍କା

ମୁମ୍ବାଇ,୨୫।୧୧: ଦେଶର ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ମହାରାଷ୍ଟ୍ରରେ ଭାଜପା କର୍ନାଟକ ରାଜନୀତିର ପୁନରାବୃତ୍ତି କରୁଥିବା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଅଭିଯୋଗ କରିଛନ୍ତି। ସୋମବାର ସେ ଟୁଇଟ୍‌ କରି ଏଭଳି ମନ୍ତବ୍ୟ ଦେଇଛନ୍ତି। ଭାଜପା ନିର୍ଦ୍ଦେଶରେ ଖୋଲାଖୋଲି ଆଇନର ଅପବ୍ୟବହାର କରାଯାଉଛି। ଭାଜପା ଜନାଦେଶର ବିପରିତ କାର୍ଯ୍ୟ କରୁଥିବା ସେ ଅଭିଯୋଗ ଆଣିଛନ୍ତି।

Share