Posted inଜାତୀୟ

ସିକିମ୍‌ରେ କଡ଼ା ଟକ୍କର:ଚାମଲିଂ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବା ଆଶା କ୍ଷୀଣ

ଗ୍ୟାଙ୍ଗଟକ୍‌,୨୪-୫:ସିକିମ୍‌ରେ ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଂ ପୋକ୍‌ଲୋକ୍‌ କାମରାଙ୍ଗ ଆସନରୁ ବିଜୟୀ ହୋଇଛନ୍ତି। ଚାମଲିଂ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଏସ୍‌କେଏମ୍‌ର ଖର୍କା ବାହାଦୁର ରାଇଙ୍କଠାରୁ ୨,୮୯୯ ଭୋଟରେ ବିଜୟୀ ହୋଇଛନ୍ତି। ୧୯୯୪ ଡିସେମ୍ବରଠାରୁ ଚାମ୍‌ଲିଂ ସିକିମ୍‌ର ମୁଖ୍ୟମନ୍ତ୍ରୀଭାବେ କାର୍ଯ୍ୟ କରିଆସୁଛନ୍ତି। ସିକିମ୍‌ ଡେମୋକ୍ରାଟିକ ଫ୍ରଣ୍ଟ(ଏସ୍‌ଡିଏଫ୍‌) ଏଥର ବିରୋଧୀ ଦଳ ସିକିମ କ୍ରାନ୍ତିକାରୀ ମୋର୍ଚ୍ଚା(ଏସ୍‌କେଏମ୍‌)ଠାରୁ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହୋଇଛି। ବିଧାନସଭାର ମୋଟ ୩୨ ଆସନ ମଧ୍ୟରୁ ଏସ୍‌ଡିଏଫ୍‌ ୭ ଆସନରେ ବିଜୟୀ ହୋଇଥିବାବେଳେ ଏସ୍‌କେଏମ୍‌ ୮ଟିରେ ବିଜୟୀ ହୋଇଥିବା ଜଣାପଡ଼ିଛି। ଅନ୍ୟ ଆସନଗୁଡିକରେ ଭୋଟ ଗଣତି ଜାରି ରହିଛି।
କି, ୨୦୧୪ରେ ଏସ୍‌ଡିଏଫ୍‌କୁ ମୋଟ ୩୨ରୁ ୨୨ ଆସନ ମିଳିଥିଲା। ଏଥର ସରକାର ବିରୋଧୀ ହାଓ୍ବାକୁ ପ୍ରତିରୋଧ କରିବା ଲାଗି ଚାମଲିଂ ଅଧିକ ନୂଆ ପ୍ରାର୍ଥୀ ମଇଦାନକୁ ଛାଡ଼ିଥିଲେ। ତଥାପି ସେଭଳି ଫଳାଫଳ ତାଙ୍କ ସପକ୍ଷରେ ଆସି ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନିଲେ ଶରଦ ପାଓ୍ବାର, କହିଲେ ହଁ ଆମେ ଅମିତ ଶାହାଙ୍କୁ ଭେଟିଥିଲୁ…

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ର ନିର୍ବାଚନ ସମୟରେ ଅଜିତ ପାୱାର ଏଭଳି ସୂଚନା ଦେଇଛନ୍ତି, ଯାହା ପରେ ଶରଦ ପାୱାରଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡିବ। ଅଜିତ ପାୱାରଙ୍କ ଦାବି...

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ...

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା...

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ...

ଏଣିକି ବିନା ନେଟ୍‌ଓ୍ବାର୍କରେ ହେବ କଲ୍‌: ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ

ନୂଆଦିଲ୍ଲୀ,୧୫।୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ କରିଛି, ଯାହା ଦେଶର ବହୁ ଦୂରବର୍ତ୍ତୀ ଅଞ୍ଚଳରେ ମଧ୍ୟ ସଂଯୋଗ...

ରାଶନ କାର୍ଡରୁ କଟିଲେ ଏମାନେ, ନାଁ ଅଛି କି ନାହିଁ ଏମିତି କରନ୍ତୁ ଚେକ୍‌

ନୂଆଦିଲ୍ଲୀ, ୧୫।୧୧: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି କୋଟି ଲୋକ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ପାଆନ୍ତି।...

ଏଥର ଭୟରେ କମ୍ପିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୧୫।୧୧: ଭାରତ ଗୁରୁବାର ପୁଣି ଥରେ ସଫଳତାର ସହ ବିମାନ ପିନାକ ଅସ୍ତ୍ର ପ୍ରଣାଳୀକୁ ପରୀକ୍ଷଣ କରି ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ...

ମଣିପୁରରେ ବଢୁଥିବା ହିଂସା ମଧ୍ୟରେ କେନ୍ଦ୍ର ସରକାର ନେଲେ ବଡ଼ ନିଷ୍ପତ୍ତି: ପୁଣି ଲାଗୁ ହେଲା…

ନୂଆଦିଲ୍ଲୀ,୧୪ା୧୧: ମଣିପୁରର ହିଂସାପ୍ରଭାବିତ ଜିରିବାମ୍‌ ସମେତ ୬ ଥାନା ଅଞ୍ଚଳରେ କେନ୍ଦ୍ର ସରକାର ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପୁଣିଥରେ ଲାଗୁ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri