ସିଞ୍ଜୋ ଆବେ ଅଧିକ ଦିନ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କଲେ

ଟୋକିଓ,୨୦।୧୧: ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଦେଶର ଅଧିକ ଦିନ କାର୍ଯ୍ୟ କରିଥିବା ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ କରିଛନ୍ତି। ଇତିମଧ୍ୟରେ ବୁଧବାର ସୁଦ୍ଧା ସେ ୨,୮୮୭ ଦିନ ଧରି ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ଏହା ପୂର୍ବରୁ ତାରୋ କାଟସୁରାଙ୍କ ନାମରେ ଏହି ରେକର୍ଡ ଥିଲା। ସେ ୧୯୦୧ଠାରୁ ୧୯୧୩ ମଧ୍ୟରେ ୩ଥର ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

Share