Posted inVideo

ସିନେମା ୨୦୨୦

Featured Video Play Icon

୨୦୨୦ ତମାମ ବର୍ଷଟି ଆମକୁ କଣ ଦେଲା ଆଉ କଣ ନେଲା ଏସବୁର ତର୍ଜମା କରିବାର ସମୟ । କିଛି ଘଟଣା ମନକୁ ଶାନ୍ତି ଓ ଆନନ୍ଦ ଦେଇଥିବା ବେଳେ ଆଉ କିଛି ଘଟଣା ମନକୁ ଅଶାନ୍ତି ଓ ଅଭୁଲା ଛାପ ଦେଇଥାଏ । ୨୦୨୦ ବର୍ଷଟି ସିନେମା ଜଗତ ପାଇଁ ବି କିଛି ସେହିଭଳି ରହିଥିଲା । କରୋନାର ହାହାକାର ଭିତରେ ନିଜକୁ ଶ୍ରେଷ୍ଟତାର ସହ ଅନ୍ୟକୁ ସାହାର୍ଯ୍ୟ କରିବାରେ ସ୍ୱତନ୍ତ୍ର ଉଦାହରଣ ସୃଷ୍ଟି କରିଥିଲେ ବଲିଉଡ ଷ୍ଟାର ସୋନୁ ସୁଦ୍ ଏବଂ ଓଲିଉଡର ପାଗଳ ପ୍ରେମୀ ସବ୍ୟସାଚ୍ଚୀ ମିଶ୍ର । ଏହି ଦୁଇଜଣ ଷ୍ଟାରଙ୍କ ପାଇଁ ମନରେ ଅନେକ ସ୍ନେହ ଓ ଶ୍ରଦ୍ଧା ରହିଥିବା ବେଳେ ସୁଶାନ୍ତ ସିଂ ରାଜପୁତଙ୍କ ଭଳି ଅଭିନେତାଙ୍କ ଆତ୍ମହତ୍ୟା ଖବର ଓ ତାର ପରବର୍ତୀ ଅବସ୍ଥା ସବୁଦିନ ପାଇଁ ସିନେ ପ୍ରେମୀଙ୍କ ମନରେ ଅଭୁଲା ହୋଇ ରହିଯାଇଛି । ସିନେମା ଇଣ୍ଡଷ୍ଟ୍ରୀର ଏସବୁ ତମାମ ଖବର ଉପରେ ନଜର ପକାଇବା ବର୍ଷର ଶେଷ ଅଧ୍ୟାୟରେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Featured Video Play Icon

ପ୍ରଦୂଷଣର ବିଷ ଗର୍ଭରେ ମହାନଦୀ

ଓଡ଼ିଶାର ଜୀବନ ରେଖା ‘ମହାନଦୀ’। ବିଷାକ୍ତ ହେବାରେ ଲାଗିଛି ରାଜ୍ୟର ପଶ୍ଚିମରୁ ପୂର୍ବକୁ ଲମ୍ବିଥିବା ଜୀବନରେଖା । ଚାରିଆଡ଼େ ଖାଲି ପ୍ରଦୂଷଣ… ପ୍ରଦୂଷଣ… ଆଉ ପ୍ରଦୂଷଣ...

Featured Video Play Icon

Video: ଶହେ ଥର ଯିବ ଗଙ୍ଗା ଥରେ ଯିବ ଚନ୍ଦ୍ରଭାଗା

ପୁରୀ,୧୬।୨: ଶୁକ୍ରବାର ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ଚନ୍ଦ୍ରଭାଗାରେ ଆରମ୍ଭ ହୋଇଛି ଶ୍ରଦ୍ଧାଳୁଙ୍କ ବୁଡ। ସୂର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri