Posted inଖେଳ

ସୁପର୍‌ କପ୍‌ ଫାଇନାଲରେ ରିୟଲ ମାଡ୍ରିଡ

ଜେଡା, ୯।୧ (ଏଏଫ୍‌ପି)- ଜିନେଡିନ ଜିଡାନେଙ୍କ ରିୟଲ ମାଡ୍ରିଡ୍‌ ଦଳ ସ୍ପାନିଶ ସୁପର୍‌ କପ୍‌ ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲ ମୁକାବିଲାରେ ଏହି ସ୍ପାନିଶ କ୍ଲବ ୩-୧ ଗୋଲରେ ଭାଲେନିକାକୁ ହରାଇ ଦେଇଛି। ମ୍ୟାଚ୍‌ର ୧୫ତମ ମିନିଟ୍‌ରେ ଟୋନି କ୍ରୁଜ୍‌ କର୍ନର କିକ୍‌ରୁ ସିଧାସଳଖ ଚମତ୍କାର ଗୋଲସ୍କୋର କରି ରିୟଲ ମାଡ୍ରିଡ୍‌କୁ ୧-୦ ଗୋଲରେ ଅଗ୍ରଣୀ କରାଇଥିଲେ। ଏହାପରେ ଇସ୍‌କୋ ଓ କ୍ରୋଏସିଆ ଫୁଟ୍‌ବଲ ଷ୍ଟାର୍‌ ଲୁକା ମୋଡ୍ରିକ୍‌ ଯଥାକ୍ରମେ ୩୯ତମ ଓ ୬୫ତମ ମିନିଟ୍‌ରେ ଗୋଟିଏ ଲେଖାଏ ଗୋଲ ଦେଇ ଦଳକୁ ୩-୦ରେ ଏକପାଖିଆ ଭାବେ ଅଗ୍ରଣୀ କରିଥିଲେ। ଅତିରିକ୍ତ ସମୟରେ ଭାଲେନିକାର ଡାନିଏଲ ପେରେଜ (୯୦+୨ତମ ମିନିଟ୍‌) ଗୋଟିଏ ଗୋଲ ଶୁଝାଇ ଦେଇଥିଲେ। ଅନ୍ୟ ଏକ ସେମିଫାଇନାଲରେ ବାର୍ସିଲୋନା ଓ ଆଟ୍‌ଲେଟିକୋ ମାଡ୍ରିଡ୍‌ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଫାଇନାଲରେ ରିୟଲ ମାଡ୍ରିଡ୍‌କୁ ଭେଟିବ। ଉଲ୍ଲେଖଯୋଗ୍ୟ, ଜିଡାନ ବର୍ତ୍ତମାନ ରିୟଲ ମାଡ୍ରିଡ୍‌ର ପ୍ରଶିକ୍ଷକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ: ‘ଆଇଏସଆଇଏସ କଶ୍ମୀର’ରୁ ଆସିଲା ଇମେଲ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ତଥା ପୂର୍ବତନ ଭାଜପା ଏମପି ଗୌତମ ଗମ୍ଭୀରଙ୍କୁ ‘ଆଇଏସଆଇଏସ କାଶ୍ମୀର’ ସଂଗଠନରୁ ମୃତ୍ୟୁ ଧମକ ମିଳିଛି। ଏପ୍ରିଲ...

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

IPLରେ ଇତିହାସ ରଚିଲେ କେ.ଏଲ ରାହୁଲ: ହାସଲ କଲେ ବଡ଼ ରେକର୍ଡ

ନୂଆଦିଲ୍ଲୀ,୨୩।୪: କେଏଲ ରାହୁଲ ଆଇପିଏଲ ଇତିହାସରେ ଦ୍ରୁତତମ ୫,୦୦୦ ରନ ପୂରଣ କରିଥିବା ଖେଳାଳି ହୋଇଛନ୍ତି। ସେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ସଫଳତା...

PSL: ପଡ଼ିଆ ମଝିରେ ଓ୍ବିକେଟ କିପରଙ୍କୁ ମୁଥ ମାରିଲେ ବୋଲର, ଲହୁଲୁହାଣ ହେଲା…

ଇସଲାମାବାଦ,୨୩।୪: ପାକିସ୍ତାନ ସୁପର ଲିଗ ବା PSL ଆରମ୍ଭ ହେବା ଦିନଠାରୁ, କିଛି ବିବାଦ ଏବଂ ଘଟଣା ଘଟିଛି ଯାହା କ୍ରିକେଟକୁ ବାରମ୍ବାର ହସର ଖୋରାକ...

ଆଇଏସ୍‌ଏସ୍‌ଏଫ୍‌ ଓ୍ବାଲର୍‌ଡ କପ୍‌: ଭାରତକୁ ତୃତୀୟ ସ୍ଥାନ

ଲିମା (ପେରୁ), ୨୨ା୪: ପୃଥ୍ବୀରାଜ ଟୋଣ୍ଡାଇମାନ ଓ ପ୍ରଗତି ଦୁବେ ଟ୍ରାପ୍‌ ମିକ୍ସଡ ଟିମ୍‌ ଇଭେଣ୍ଟର ମେଡାଲ ରାଉଣ୍ଡକୁ ଉନ୍ନୀତ ହେବାରେ ବିଫଳ ହେବାରୁ ଭାରତୀୟ...

୫ ମହିଳା ଚେସ୍‌ ଖେଳାଳିଙ୍କୁ ମିଳିବ ୧କୋଟି ଅନୁଦାନ

ହାଇଦ୍ରାବାଦ,୨୨ା୪: ଭାରତରେ ମହିଳା ଖେଳର ପ୍ରତିଷ୍ଠାକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ରଖିଥିବା ୬୪ ସ୍କୋୟାର୍ସ ନାମକ ଏକ ସଂଗଠନ ମଙ୍ଗଳବାର ଇଣ୍ଟରନ୍ୟାଶନାଲ ମାଷ୍ଟର(ଆଇଏମ୍‌) ଭାନ୍ତିକା ଅଗ୍ରଓ୍ବାଲଙ୍କ...

ଦିଲ୍ଲୀର ଷଷ୍ଠ ବିଜୟ

ଲକ୍ଷ୍ନୌ,୨୨ା୪: ମୁକେଶ କୁମାର ଘାତକ ବୋଲିଂ ବଳରେ ଦିଲ୍ଲୀ ପ୍ୟାପିଟାଲ୍ସ (ଡିସି) ୮ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏସ୍‌ଏଲ୍‌ଜି)କୁ ପରାସ୍ତ କରିଛି। ଲକ୍ଷ୍ନୌ ପକ୍ଷରୁ...

୧୦ ଆଥଲେଟ୍‌ଙ୍କୁ ସହାୟତାର ହାତ ବଢାଇଲେ ଶିବମ

ଚେନ୍ନାଇ,୨୨ା୪: ଭାରତ ତଥା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଲରାଉଣ୍ଡର ଶିବମ ଦୁବେ ମଙ୍ଗଳବାର ତାମିଲନାଡୁର ୧୦ ଉଦୀୟମାନ ଆଥଲେଟ୍‌ଙ୍କୁ ୭୦ ହଜାର ଲେଖାଏ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image