ସୁସ୍ଥ ଓ ସୁନ୍ଦର ଦାନ୍ତ ସମସ୍ତଙ୍କୁ ପସନ୍ଦ। କାରଣ ଏହା ମୁଖମଣ୍ଡଳର ସୌନ୍ଦଯ୍ୟ ବୃଦ୍ଧି କରିଥାଏ। ଦାନ୍ତ ଅସୁସ୍ଥ ହେଲେ ଏହା ସମ୍ପୂର୍ଣ୍ଣ ଶରୀରକୁ ଅସୁସ୍ଥ କରିଦିଏ ବୋଲି ଡାକ୍ତର କୁହନ୍ତି। ଅଳ୍ପ ସାବଧାନତା ହିଁ ଆମ ଦାନ୍ତକୁ ସୁସ୍ଥ ରଖିଥାଏ।
-ଆଜିକାଲି ପିଲାଠାରୁ ବୟସ୍କ ସମସ୍ତଙ୍କର ପସନ୍ଦ କ୍ୟାଣ୍ଡି ଚକୋଲେଟ୍। ହେଲେ ଏଥିରେ ଥିବା ଅଠାଳିଆ ଅଂଶ ଦାନ୍ତରୁ ସହଜରେ ଛାଡି ନ ଥାଏ। ଫଳରେ ଏହାକୁ ବେଶୀ ମାତ୍ରାରେ ଖାଇଲେ କିଛିଦିନ ପରେ ଦାନ୍ତ ଦୁର୍ବଳ ହୋଇଯାଇଥାଏ।
-ରିଫାଇନ୍ ମଇଦାରେ ପ୍ରସ୍ତୁତ ହ୍ବାଇଟ୍ ବ୍ରେଡ୍ ମଧ୍ୟ ଦାନ୍ତ ପାଇଁ ହାନିକାରକ। କାରଣ ଏହାକୁ ଖାଇଲେ ଏହା ଦାନ୍ତରେ ଅଠା ଭଳି ଲାଗିଯାଇଥାଏ। ଏହାସହ ଏଥିରେ ଥିବା ଅତ୍ୟଧିକ ପରିମାଣର କାର୍ବୋହାଇଡ୍ରେଟ୍ ଦାନ୍ତ ପାଇଁ ମଧ୍ୟ ହାନିକାରକ ହୋଇଥାଏ।
-କଫିରେ ରହିଛି ପ୍ରଚୁର ପରିମାଣରେ ଏସିଟିକ୍ ଗୁଣ। ଯାହା ମୁଖର ପିଏଚ୍ ସ୍ତରକୁ କମ୍ କରିଥାଏ। ଫଳରେ ଦାନ୍ତ ଦୁର୍ବଳ ହେବା ସହ ଏହା ମଧ୍ୟରେ କଣା ହୋଇଯାଇଥାଏ।
-କଫି ହେଉଛି ଏକ ଡାର୍କ ଡ୍ରିଙ୍କ। ତେଣୁ ଏହାକୁ ନିୟମିତ ପିଇଲେ ଏହାଦ୍ୱାରା ଦାନ୍ତ ଉପରେ ଏକ ପରଳ ଜମା ହୋଇଯାଇଥାଏ। ଫଳରେ କମ୍ଦିନ ମଧ୍ୟରେ ଦାନ୍ତ ନଷ୍ଟ ହୋଇଯାଇଥାଏ।
Posted inଜୀବନଚର୍ଯ୍ୟା View All

ଶିଶୁ ଜନ୍ମ ପରେ ପରେ କରିନିଅନ୍ତୁ ଏସବୁ ଜରୁରୀ ଟେଷ୍ଟ, ରହିବ ନାହିଁ ଆଉ କୌଣସି ଅସୁବିଧା
ନୂଆଦିଲ୍ଲୀ: ଶିଶୁ ଜନ୍ମ ହେବା ମାତ୍ରେ, ଭବିଷ୍ୟତରେ ତାକୁ କୌଣସି ସମସ୍ୟାର ସମ୍ମୁଖୀନ ନ ହେବା ପାଇଁ କିଛି ପରୀକ୍ଷା କରାଇବା ଆବଶ୍ୟକ। ପିଲାର ଏହି...

ଭୁଲ୍ରେ ବି ଘରେ ଲଗାଇବେ ନାହିଁ ଏସବୁ ଫଟୋ? ଦୁର୍ଭାଗ୍ୟକୁ ଡାକି ଆଣିବ…
ଘରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକେ କାନ୍ଥରେ ସୁନ୍ଦର ଫଟୋମାନ ଲଗାଇଥାନ୍ତି। କିନ୍ତୁ ଏହି ଫଟୋ ଲଗାଇବାକୁ ନେଇ ମଧ୍ୟ ବାସ୍ତୁଶାସ୍ତ୍ରରେ କିଛିଟା ନିୟମ ରହିଛି।...

ଖରାଦିନରେ ବାରମ୍ବାର ପରିସ୍ରା ଲାଗୁଛି କି, ହୋଇପାରେ ଏସବୁ ମାରାତ୍ମକ ରୋଗର ଲକ୍ଷଣ…
ସାଧାରଣତଃ ଲୋକମାନେ ଖରାଦିନରେ କମ୍ ପରିସ୍ରା କରନ୍ତି। କାରଣ ଶରୀରର ଅଧିକାଂଶ ବିଷାକ୍ତ ଉପାଦାନ ଝାଳ ମାଧ୍ୟମରେ ବାହାରି ଯାଏ। ଯଦି ଆପଣ ଗ୍ରୀଷ୍ମଋତୁରେ ମଧ୍ୟ...

Vastu Dosh: ସର୍ବଦା ମା’ ଲକ୍ଷ୍ମୀଙ୍କ କୃପା ପାଇବାକୁ ଚାହୁଁଛନ୍ତି କି?ଭୁଲ୍ରେ ବି ଘରେ କରନ୍ତୁ ନାହିଁ ଏହି ଗୋଟିଏ କାମ…
ମା’ ଲକ୍ଷ୍ମୀ ସ୍ବଭାବରେ ଚଞ୍ଚଳ ଏବଂ କ୍ରୋଧୀ। ଯେଉଁ ଘରେ ଲକ୍ଷ୍ମୀ ବାସ କରନ୍ତି, ସେଠାରେ ସୁଖ, ଧନ, ସମୃଦ୍ଧି, ବିଳାସର ଅଭାବ ହୁଏ ନାହିଁ।...

ଡାଇବେଟିସ୍ ରୋଗୀ କ୍ଷୀର ପିଇ ପାରିବେ କି ନାହିଁ, ଜାଣନ୍ତୁ କ’ଣ କୁହନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ…
କ୍ଷୀର ଶରୀରକୁ ପୁଷ୍ଟିକର ପଦାର୍ଥ ଯୋଗାଇଥାଏ ଏବଂ ଯଦି କ୍ଷୀରରେ ଅନ୍ୟ କିଛି ପଦାର୍ଥ ମିଶାଯାଏ ତେବେ ଏହା ଆହୁରି ପୁଷ୍ଟିକର ହୋଇଯାଏ। ଏବେ ପ୍ରଶ୍ନ...

ଇ ବ୍ୟାଙ୍କିଙ୍ଗ୍ କରୁଥିଲେ …
ସଭିଙ୍କ ପାଇଁ ବିଶେଷକରି ମହିଳାମାନେ ବାହାରକୁ ଗଲେ ପର୍ସରେ କ୍ୟାଶ୍ ରଖି ଯାଉଥିବାରୁ ଟଙ୍କା ଚୋରି, ଡକାୟତି ଇତ୍ୟାଦିର ଆଶଙ୍କା ରହିଥାଏ; ଯାହାକି ଇ-ବ୍ୟାଙ୍କିଙ୍ଗ ଆସିବା...

ତ୍ୱଚାର ସୁନ୍ଦରତା ବଢ଼ାଏ ତୁଳସୀ ପତ୍ର: ଜାଣନ୍ତୁ କେମିତି
ଖରା, ଝାଳ, ଧୂଳି, ଧୂଆଁ ଆଦି ପ୍ରଭାବରୁ ତ୍ୱଚାକୁ ସୁରକ୍ଷା ପ୍ରଦାନ କରିବା ସହ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି କରିବା ଲାଗି ତୁଳସୀ ଏକ ବରଦାନ...

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍ ବୁଦ୍ଧ ମୂର୍ତ୍ତି…
ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ...