ସୋଫିଆଙ୍କ ଉପରେ ତାତିଲେ ଦେବାଶିଷ, କହୁକହୁ ଯାହା କହିଲେ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୭।୪: କଂଗ୍ରେସ ବିଧାୟିକା ସୋଫିଆ ସୋମବାର  ରାଜ୍ୟସଭା ଏମ୍‌ପି ଦେବାଶିଷଙ୍କୁ ଟାର୍ଗେଟ କରିଥିଲେ। ଏହି ଘଟଣା ପରେ ସୋଫିଆଙ୍କ ଉପରେ ତାତିଛନ୍ତି ଦେବାଶିଷ। ଦେବାଶିଷ ସୋଫିଆଙ୍କୁ  କହିଛନ୍ତି ସୋଫିଆ ରାଜନୀତିରେ କାଲି ଜନ୍ମ ହୋଇଥିବା ମହିଳା। ତାଙ୍କ ବିଷୟରେ ଟିପ୍ପଣୀ କରି ମୁଁ ମୋ ସ୍ତର ତଳକୁ ଖସେଇବାକୁ ଚାହୁଁନି।ଓ୍ବକଫ ବିଲ ଭୋଟ ବେଳେ ଓ୍ବାକଆଉଟକୁ ନେଇ ସିଧା ଟାର୍ଗେଟ କରିଥିଲେ ସୋଫିଆ।
ସେ କହଥିଲେ, ଓ୍ବାକଆଉଟ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ ଭୋଟ କମିଲା ଅର୍ଥ ସେମାନଙ୍କ ଓ୍ବେଟେଜ ବଢ଼ିଲା। ବାରବାଟୀ କଟକ ଲୋକେ ତାଙ୍କ ନିଷ୍ପତ୍ତିରେ ଦୁଃଖିତ। ଯଦି ବାରବାଟୀ ଲୋକଙ୍କ ସହ ଭାବାବେଗ ଥାଆନ୍ତା ସେ ନିଶ୍ଚିତ ବିରୋଧ କରିଥାନ୍ତେ। ନିଜକୁ ବଞ୍ଚାଇବା ପାଇଁ ବିରୋଧ ନ କରି ଓ୍ବାକଆଉଟ କରିଛନ୍ତି। ସେ ଭାଜପା ସହ ୧୦୦% ଡିଲ କରିଛନ୍ତି। ୨୪ ବର୍ଷର ସ୍କାମ ଧୋଇବାକୁ ସବୁକ୍ଷେତ୍ରରେ ସମର୍ଥନ କରିଛନ୍ତି। ଯାହାଦ୍ୱାରା ସେ କଟକର ମୁସଲମାନଙ୍କ ସହ ଲୋକଙ୍କ ସହ ପ୍ରତାରଣା କରିଛନ୍ତି ବୋଲି ସୋଫିଆ ସିଧାସିଧା କହିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ବିବାହ ପାଇଁ ପୁଅଙ୍କୁ ହତ୍ୟା: ପଥର ଖାଦାନରୁ ମିଳିଲା ନିଖୋଜ ନାବାଳକର ମୃତଦେହ

ଜେନାପୁର/ଧର୍ମଶାଳା,୨୫।୪(ଅଶୋକ ଦାସ/ ବଟକୃଷ୍ଣ ପରିଡ଼ା): ଯାଜପୁର ଜିଲା ଜେନାପୁର ଥାନା ସାହାଣୀଡ଼ିହ ପଞ୍ଚାୟତ ଚାରଗୋଠ ଗ୍ରାମରୁ ନିଖୋଜ ହୋଇ ଯାଇଥିବା ୬ ବର୍ଷର ନାବାଳକ ଶିବୁ...

୨ଶହ ଟଙ୍କା ପାଇଁ ପୁଅର କାଠବେଣ୍ଟ ମାଡ଼ରେ ବାପ ମୃତ

ରାଉରକେଲା,୨୫।୪(ସଙ୍ଗୀତା ଜେନା): ଦକ୍ଷିଣ ରାଉରକେଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ ଆଇଡିଏଲ୍‌ ଗୋପବନ୍ଧୁନଗରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୨ଶହ ଟଙ୍କା ଦେବାକୁ ରାଜି ନ...

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ...

ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ...

Video: ଭାରତର କାର୍ଯ୍ୟନୁଷ୍ଠାନରେ ଭୟଭୀତ ପାକିସ୍ତାନ, ଇସଲାମାବାଦ ଭାରତୀୟ ଉଚ୍ଚାୟୋଗ ବାହାରେ ପ୍ରଦର୍ଶନ

ଇସଲାମାବାଦ, ୨୫।୪: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ ନିକଟସ୍ଥ ବୈସରନ ଉପତ୍ୟକାରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନର...

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଆଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

ଆସିଲା ଖୁସି ଖବର: ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ୱର,୨୪।୪: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ଗୁରୁବାର ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image