Advertisement

ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୁକ୍ତ ସ୍ବାମୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପ୍ରକାଶ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel