ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା।
ଅମିତଶାହା୨୮ ତାରିଖ ସାରେ ଭୁବନେଶ୍ବର ଆସିବେ ବୋଲି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଥିଲେ । ଏହା ସହ ସେ ଅମିତ ଶାହଙ୍କ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଥିଲେ। କଳିଙ୍ଗ ଷ୍ଟାଡିୟମ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ଶାହ ବୋଲି ସେ କହିଥିଲେ।
ବେ ଓଡ଼ିଶା କେନ୍ଦ୍ର ଭାଜପା ନେତୃତ୍ୱଙ୍କ ଫୋକସ୍ରେ ରହିଛି । ନିକଟରେ ଓ ହୋଇଥିବା ଡିଜିପି ସମ୍ମିଳନୀରେ ତିନିଦିନିଆ ଓ ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଓ ଗସ୍ତରେ ଆସିଥିଲେ ।