ସ୍ବତନ୍ତ୍ର କାର୍ଗୋ ବିମାନରେ ଆସିଲା କୋଭିଡ୍‌-୧୯ କିଟ୍‌

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ ସ୍ବତନ୍ତ୍ର କାର୍ଗୋ ବିମାନରେ କୋଭିଡ୍‌-୧୯ ପାଇଁ ଟେଷ୍ଟିଂ କିଟ୍‌ ସହ ଅନ୍ୟ ମେଡିକାଲ ସରଞ୍ଜାମ ଆସିଛି। ଏୟାର ଇଣ୍ଡିଆର ଏଆଇ-୧୪୭୩ ବିମାନରେ ଏହି ସାମଗ୍ରୀ ଦିଲ୍ଲୀରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ଓଡ଼ିଶା ରାଜ୍ୟ ଔଷଧ ନିଗମ ଓ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟରକୁ ପଠାଯାଇଛି।

Share