Posted inଖେଳ

ସ୍ବତନ୍ତ୍ର କ୍ଲବରେ କୋହଲି

ମୁମ୍ବାଇ,୧୩।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଇଥିବା ୩ୟ ଟି୨୦ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବିସ୍ଫୋରକ ୭୦ ରନ୍‌ର ଇନିଂସ ଖେଳି ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ଟି୨୦ କ୍ରିକେଟ୍‌ରେ ଘରୋଇ ମାଟିରେ ଏକ ହଜାର ରନ୍‌ ପୂରଣ କରିଛନ୍ତି। ଏଭଳି ସଫଳତା ପାଇବାରେ ସେ ବିଶ୍ୱର ୩ୟ କ୍ରିକେଟର। କୋହଲି ଏପର୍ଯ୍ୟନ୍ତ ଦେଶରେ ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ୧୦୬୪ ରନ୍‌ କରିସାରିଛନ୍ତି। ନିକଟ ଭବିଷ୍ୟତରେ ରୋହିତ ଶର୍ମା (୯୨୮) ଏହି କ୍ଲବରେ ସାମିଲ ହୋଇପାରନ୍ତି। ନିଜ ଦେଶରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଟି୨୦ରେ ଏକ ହଜାରରୁ ଅଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ କୋହଲିଙ୍କ ଛଡ଼ା ନ୍ୟୁଜିଲାଣ୍ଡ ଓପନର ମାର୍ଟିନ ଗୁପ୍‌ଟିଲ (୧୪୩୦ ରନ) ଓ କଲିନ୍‌ ମୁନ୍‌ରୋ (୧୦୦୦) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ପୋଲ୍‌ ଖୋଲିଲା: ଭାରତଠାରୁ କିଛି ଶିଖିବାକୁ ପିସିବିକୁ ପରାମର୍ଶ ଦେଲେ ପୂର୍ବତନ କ୍ରିକେଟର୍‌

ଇସଲାମାବାଦ୍‌,୨୪।୯: ପାକିସ୍ତାନ କ୍ରିକେଟ ଦିନକୁ ଦିନ ତଳସ୍ତରକୁ ଯାଉଛି। ୨୦୨୪ ରେ ଅନୁଷ୍ଠିତ ଟି-୨୦ ବିଶ୍ୱକପରେ ପାକିସ୍ତାନକୁ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟରେ ଭାଗ ନେଉଥିବା...

ଚମତ୍କାର ଅନୁଭବ, ସ୍ବପ୍ନ ସାକାର ହୋଇଛି…

ନୂଆଦିଲ୍ଲୀ, ୨୪।୯ ଭାରତୀୟ ମହିଳା ଓ ପୁରୁଷ ଦଳ ପ୍ରଥମଥର ପାଇଁ ଚେସ୍‌ ଅଲିମ୍ପିଆଡ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛି। ଏଥିପାଇଁ ଦେଶର ଚେସ୍‌ ମହଲରେ...

ରୋହିତ ଶର୍ମା ହେଉଛନ୍ତି ହେଉଛନ୍ତି ୨୪ କ୍ୟାରେଟ୍‌ ସୁନା: କାହିଁକି ଏମିତି କହିଲେ ପୂର୍ବତନ କ୍ରିକେଟର୍‌

ନୂଆଦିଲ୍ଲୀ,୨୪।୯: ରୋହିତ ଶର୍ମା ଏବେ ଭାରତର ଟେଷ୍ଟ ଏବଂ ଦିନିକିଆ ଦଳର ଅଧିନାୟକ ଅଛନ୍ତି। ରୋହିତ ଟି-୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ ଟି-୨୦ରୁ...

ପୁଣି ହୃଦୟ ଜିତିଲେ ଧୋନୀ: ଚେନ୍ନାଇ ସୁପର କିଙ୍ଗ୍ସଠାରୁ ନେବେ ମାତ୍ର ଏତିକି ଟଙ୍କା

ନୂଆଦିଲ୍ଲୀ,୨୩।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଯଦିଓ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ନାହାନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ...

୯୭ ବର୍ଷର ରେକର୍ଡ ଭାଙ୍ଗିଲା: ଚେସ୍‌ ଅଲିମ୍ପିଆଡ୍‌ରେ ଭାରତ କଲା ଏମିତି କାରନାମା

ନୂଆଦିଲ୍ଲୀ,୨୩।୯: ଚେସ ଅଲିମ୍ପିଆଡ଼ରେ ଭାରତ ଇତିହାସ ସୃଷ୍ଟି କରିଛି। ୯୭ ବର୍ଷରେ ଯାହା ଘଟି ନ ଥିଲା, ଡି ଗୁକେଶ ଏବଂ ଅର୍ଜୁନ ଏରିଗାଇସିଙ୍କୁ ଭାରତ...

୩୪ ଟେଷ୍ଟ ଖେଳି ମହାନ….ଧୋନୀ-ପନ୍ତଙ୍କ ମଧ୍ୟରେ ତୁଳନା ହେବାରୁ ଦୀନେଶ କାର୍ତ୍ତିକ କହିଦେଲେ ମନର କଥା

ନୂଆଦିଲ୍ଲୀ,୨୩।୯: କାର ଦୁର୍ଘଟଣା ପରେ ରିଷଭ ପନ୍ତ ଟେଷ୍ଟ ଫର୍ମାଟରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚେନ୍ନାଇରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ମାଧ୍ୟମରେ ସେ ଫେରିବା...

କୋହଲି-ରୋହିତ ନୁହେଁ, ଚଳିତବର୍ଷ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ କରିଛନ୍ତି ସର୍ବାଧିକ ରନ୍‌: ଟପ୍‌ ୩ରେ ଅଛନ୍ତି…

ନୂଆଦିଲ୍ଲୀ,୨୩।୯: ଚେନ୍ନାଇ ଟେଷ୍ଟରେ ବାଂଲାଦେଶ ବିପକ୍ଷ ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ୫୬ ରନ ସ୍କୋର କରିଥିଲେ। ଦ୍ୱିତୀୟ ଇନିଂସରେ ସେ ୧୦ ରନ ସ୍କୋର...

ବିରାଟ କୋହଲିଙ୍କ ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୯: କ୍ରିକେଟ ଖେଳ ବହୁ ବର୍ଷ ପୁରୁଣା। ସମୟ ସହିତ ଖେଳ କ୍ରମାଗତ ଭାବରେ ନିଜକୁ ଉନ୍ନତ କରିଆସୁଛି। ଆଜିର ବ୍ୟାଟ୍ସମ୍ୟାନଙ୍କ ତୁଳନାରେ ଆଜିର ବ୍ୟାଟ୍ସମ୍ୟାନ୍‌ମାନେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri