ସ୍ବପ୍ନେଶ୍ୱର ସାହିରୁ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୦।୧: ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ବପ୍ନେଶ୍ୱର ସାହିରୁ ଶୁକ୍ରବାର ଅପରାହ୍ନରେ ୧୭.୨ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୯ ଲକ୍ଷ ୨୧ ହଜାର ୮ଶହ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ବ୍ରାଉନସୁଗାର ବ୍ୟବସାୟୀ ମହେନ୍ଦ୍ର ବେହେରା(୩୪) ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ ପାଉଁଶରେ ପଡି ଶିଶଙ୍କ ମୃତ୍ୟୁ ଘଟଣା: ଗିରଫ ହେଲେ ରାଇସ୍ ମିଲ୍ ମାଲିକ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ମହୁଲେ ଅଞ୍ଚଳର ଏକ ରାଇସ ମିଲରୁ ନିଷ୍କାସିତ ଉତ୍ତପ୍ତ ପାଊଁଶ ଗୁଣ୍ଡରେ ପଡି ବଇପୁର ଗ୍ରାମରାଜଣେ...

କିନ୍ନରଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ପୁରୁଷବନ୍ଧୁ, ଥାନା ଘେରାଉ କଲେ କିନ୍ନର ସଂଘ  

ଦିଗପହଣ୍ଡି,୧୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ଶନିବାର ସକାଳେ ଦିଗପହଣ୍ଡି ସ୍ଥିତ ମା’ ଗୌରୀ...

ପୋଲିସ ପାଟ୍ରୋଲିଂ ବେଳେ ୧୪ ବସ୍ତା ଗଞ୍ଜେଇ ଜବତ: ମାଫିଆ ଚମ୍ପଟ

ବାଲିଗୁଡ଼ା,୧୬।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସିର୍ତ୍ତିିଗୁଡା ପଞ୍ଚାୟତର ଜଙ୍ଗୁଙ୍ଗିଆ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସ...

ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ୨୧ ପ୍ଲଟ୍‌, ବିପୁଳ ସମ୍ପତ୍ତି ଠାବ

ଭୁବନେଶ୍ୱର,୧୬।୪: ଅନୁଗୁଳ ଜିଲାର ଆଠମଲ୍ଲିକ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘର ତଲାସୀ ସମୟରେ ୨୧ ଟି ମୂଲ୍ୟବାନ ପ୍ଲଟ୍, ୩୨୬...

ପୋଲ କାମ ବେଳେ ପଥର ବିସ୍ଫୋରଣ, ଚାଲିଗଲା ଶ୍ରମିକଙ୍କ ଜୀବନ

ବେଲଗୁଣ୍ଠା,୧୬ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଜାଲଖାଇ ବ୍ରିଜ୍‌ କାମ ବେଳେ ପଥର ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ...

ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲା, ୨୫ବର୍ଷ ପରେ ଜେଲରୁ ମୁକୁଳିଲେ ଦାରା ସିଂଙ୍କ ସହଯୋଗୀ ମହେନ୍ଦ୍ର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବହୁଚର୍ଚ୍ଚିତ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ସଜା କାଟୁଥିବା ଅନ୍ୟତମ ଦୋଷୀ ମହେନ୍ଦ୍ର ହେମ୍ରମଙ୍କୁ ଜେଲରୁ ମୁକ୍ତି ମିଳିଛି। ମହେନ୍ଦ୍ର...

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ...

ଭାଜପାର ସକ୍ରିୟ ସଦସ୍ୟତା ବୈଠକ, ଦଳକୁ ସୁଦୃଢ଼ କରିବାକୁ ଆହ୍ବାନ ଦେଲେ ନେତା

ବେଗୁନିଆପଡା,୧୬।୪(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା କଲ୍ୟାଣ ମଣ୍ଡପଠାରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସକ୍ରିୟ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବୁଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image