ଅହମ୍ମଦାବାଦ୍,୪।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଛୋଟ ଅପରେଶନ ଲାଗି ଏପରି କରାଯାଇଥିବା କୁହାଯାଉଛି। ତେବେ ସନ୍ଧ୍ୟା ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।