ସ୍ବାଧୀନତା ଦିବସରେ ବାଂଲାଦେଶକୁ ମିଠା ପ୍ୟାକେଟ ଦେଲା ଭାରତ

ଫୁଲଓ୍ବାରୀ,୧୫।୮: ଭାରତ ୭୩ ତମ ସ୍ବାଧୀନତା ଦିବସ ଅବସରରେ ବାଂଲାଦେଶକୁ ମିଠା ପ୍ୟାକେଟ ଦେଇଛି। ପଶ୍ଚିମବଙ୍ଗ ଫୁଲଓ୍ବାରୀଠାରେ ବିଏସ୍‌ଏଫ୍‌ ଉଚ୍ଚ କର୍ତ୍ତୃପକ୍ଷ ବାଂଲାଦେଶ ସୀମା ସୁରକ୍ଷା ବାହିନୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବାଂଲାଦେଶ ପକ୍ଷରୁ ମଧ୍ୟ ଏହି ଅବସରରେ ଭାରତୀୟ ଯବାନଙ୍କୁ ମିଠା ପ୍ୟାକେଟ୍‌ ପ୍ରଦାନ କରାଯାଇଛି।

Share