ସ୍ବାମୀଙ୍କ ସହ ଜଡିତ ଏହି ସବୁ କଥା କହୁଛନ୍ତି କି ଅନ୍ୟକୁ, ବେଳହୁଁ ସାବଧାନ

ମହିଳାଙ୍କ ମଧ୍ୟରେ ସବୁଠୁ ଗୁପ୍ତ କଥା ହେଲା ସେମାନଙ୍କ ସ୍ବାମୀଙ୍କ ବିଷୟରେ କଥାବାର୍ତ୍ତା। ତେବେ ଅନେକ ସମୟରେ ସେମାନେ ଅଧିକ ଭାବପ୍ରବଣ ହୋଇ ସ୍ବାମୀଙ୍କ ସମନ୍ଧିତ ଅନେକ କଥା କହି ଦେଇ ଥାନ୍ତି। ଯେଉଁ କଥାପାଇଁ ପଛରେ ପସ୍ଥାଇ ଥାନ୍ତି ତେବେ ଜାଣନ୍ତୁ ସ୍ବାମୀଙ୍କ ସମନ୍ଦିତ କେଉଁ ସବୁ କଥା ଅନ୍ୟ ମାନଙ୍କୁ କହିବା ଅନୁଚିତ……

ସ୍ବାମୀଙ୍କ ସହିତ କୌଣସି କାରଣକୁ ନେଇ ଝଗଡା ହୋଇଥିଲେ ସେହି କଥାକୁ ଅନ୍ୟ ଆଗରେ କହିବା ଉଚିତ ହୋଇ ନଥାଏ ଅନେକ ହାର ଫାଇଦା ନେବା ସହ ତୁମ ସ୍ବାମୀଙ୍କ ଭିନ୍ନ ନଜରରେ ଦେଖିଥାନ୍ତି।

ସ୍ବାମୀଙ୍କ ଦରମା ଅନ୍ୟ କାହା ଆଗେ କୁହନ୍ତୁ ନାହିଁ।

କୌଣସି ସମୟରେ ଆପଣଙ୍କ ସ୍ବାମୀ କେଉଁ ଜିନିଷକୁ ଡରୁଥିଲେ କିମ୍ବା କ’ଣ ସ୍ବାସ୍ଥ୍ୟ ସମସ୍ୟା ଥିଲେ । ସେସବୁ ବାହାର ଲୋକଙ୍କୁ କୁହନ୍ତୁ ନାହିଁ କାରଣ ସେମାନେ ତାହାର ମଜାକ ଉଡାଇଥାନ୍ତି।

ତୁମ ସ୍ବାମୀଙ୍କ ଜୀବନରେ ଆଗରୁ କିଏ ଥିଲେ ତାା ଅନ୍ୟ ଲୋକଙ୍କ ଆଗରେ କହିବା ଜରୁରି ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ଏହି ୩ ରାଶିଙ୍କ ଟେନସନ୍‌ ବଢ଼ାଇବେ ମଙ୍ଗଳ; ଧନହାନୀ ସହ ଆସିପାରେ ଏସବୁ ସମସ୍ୟା

ଆଉ ଦିନ କେଇଟାରେ ବିଦାୟ ନେବ ବର୍ଷ ୨୦୨୪। ଆସିବ ନୂଆ ବର୍ଷ ୨୦୨୫। ଏହାକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି। ଏମିତିରେ ଅନେକେ ବର୍ଷଟି...

ଭୁଲ୍‌ରେ ବି କ୍ରିସ୍‌ମସ୍‌ ଟ୍ରିକୁ ମୁଖ୍ୟଦ୍ୱାର ସମ୍ମୁଖରେ ରଖିବେ ନାହିଁ, ଜାଣନ୍ତୁ କେଉଁଠି ରଖିବା ଶୁଭ…

ଖୁସିର ପର୍ବ କ୍ରିସ୍‌ମସ୍‌ ଆସିଲେ ଚାରିଆଡ଼େ ସକାରାତ୍ମକ ତଥା ଉତ୍ସବର ପରିବେଶ ଖେଳିଯାଏ। ସେଥିପାଇଁ ପ୍ରଭୁ ଯୀଶୁଙ୍କର ଏହି ମହାନ୍‌ ପର୍ବକୁ ଏବେ ସବୁ ଧର୍ମର...

କ୍ରିସ୍‌ମସ୍‌ରେ ପ୍ରିୟଜନଙ୍କୁ କେଉଁ ଗିଫ୍ଟ ଦେବା ଶୁଭ,ଜାଣନ୍ତୁ…

ଆନନ୍ଦ ଉଲ୍ଲାସର ପର୍ବ କ୍ରିସ୍‌ମସ୍‌କୁ ବେଶ୍‌ ଉତ୍ସାହ ସହକାରେ ଚାରିଆଡ଼େ ପାଳନ କରାଯାଇଥାଏ। ଏହିଦିନ ଅନେକେ ପରସ୍ପରକୁ ଗିଫ୍ଟ ଦେଇ ସୁଖଦ ଭବିଷ୍ୟତର କାମନା କରିଥାନ୍ତି।...

୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା

ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍‌ ୨୩ ଡିସେମ୍ବରରୁ...

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା...

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ...

ଶିଡ଼ି ତଳେ ଏସବୁ ରଖୁଛନ୍ତି କି? ମାଡ଼ି ଆସିବ ଦାରିଦ୍ରତା, ଘରେ ବଢ଼ିବ….

ସ୍ଥାନର ଅଭାବ ଯୋଗୁ କିଛି ଲୋକ ଶିଡ଼ି ତଳେ ଥିବା ଖାଲି ସ୍ଥାନକୁ ଜିନିଷ ରଖିବା ପାଇଁ ବ୍ୟବହାର କରିଥାନ୍ତି ତ ଆଉ କିଛି ଲୋକ...

ଶୀତଦିନେ କେମିତି ନେବେ କେଶର ଯତ୍ନ

ଶୀତଦିନେ ତ୍ୱଚା ଭଳି କେଶ ମଧ୍ୟ ରୁକ୍ଷ ହୋଇଯାଏ। ତେଣୁ ଏହାର ଉପଯୁକ୍ତ ଯତ୍ନ ନେବାକୁ ହେବ। ଏଥିପାଇଁ ଜାଣି ରଖନ୍ତୁ କିଛି ଟିପ୍ସ… -କେଶକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri