ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: କ୍ୱାରାଣ୍ଟାଇନରେ ନ ରହିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପରେ ପ୍ରବାସୀ ଓଡ଼ିଆଙ୍କୁ କଡ଼ା ଚେତାବନୀ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ କହିଛନ୍ତି ଯେ, ସମସ୍ତ ପ୍ରବାସୀ ଓଡ଼ିଆ ୧୪ ଦିନ କ୍ୱାରାଣ୍ଟାଇନ କେନ୍ଦ୍ର ରହିବା ବାଧ୍ୟତାମୂଳକ। ଯାହାର ଲକ୍ଷଣ ଦେଖାଦେବ ସେମାନଙ୍କ ପରୀକ୍ଷା ହେବ। ଯିଏ କ୍ୱାରାଣ୍ଟାଇନ ନିୟମ ନ ମାନିବ, ସେମାନଙ୍କ ବିରୋଧରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଆହୁରି ମଧ୍ୟ ସେ କହିଛନ୍ତି, ଏବେ ରାଜ୍ୟର ୮ଟି ସ୍ଥାନରେ କରୋନା ଆକ୍ରାନ୍ତଙ୍କ ନମୁନା ପରୀକ୍ଷା ହେଉଛି। ଘରୋଇ ହସ୍ପିଟାଲରେ ପରୀକ୍ଷା ପାଇଁ ଆଇସିଏମ୍‌ଆର୍‌କୁ ଅନୁରୋଧ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ମିଳିବ ପ୍ରୋତ୍ସାହନ: ସରକାରୀ କର୍ମଚାରୀ ପିନ୍ଧିବେ ହସ୍ତତନ୍ତ ପୋଷାକ

ଭୁବନେଶ୍ୱର,୨।୪: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଗୁରୁବାର ହସ୍ତତନ୍ତ ପୋଷାକ...

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image