ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା

ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା କରି ପୋଖରୀରେ ବୁଡାଇ ଦେଇଥିଲେ। ଏନେଇ ଅଶୋକଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଏସପି ନୀତିଶେଖର, ଏସଡିପିଓ ରାଜୀବଲୋଚନ ପଣ୍ଡା ଓ ଥାନାଧିକାରୀ ମନୋରଞ୍ଜନ ଚୌଧୁରୀ ପ୍ରମୁଖ ସନ୍ଧାନୀ କୁକୁର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। କିନ୍ତୁ ଅତ୍ୟାବଧି ଘଟଣାକୁ ୪୦ ଦିନ ପୁରି ଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଅଶୋକଙ୍କ ପରିବାର ଏବଂ ଗ୍ରାମବାସୀ ମିଶି ଥାନା ପରିସରରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଖବର ପାଇଁ ଏସଡିପିଓ, ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ ଯନ୍ତ୍ରଣାରୁ ୨ ଜଣଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦ୍ରାପଡା, ୨୦।୧୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୁଇ ଜଣଙ୍କ ସନ୍ଦେହଜନକ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ବୁଧବାର ଆଲୋଚନାର ବିଷୟ ହୋଇଛି। ପେଟ...

ଅନିଲଙ୍କୁ ବଡ଼ ଦାୟିତ୍ୱ, କେନ୍ଦୁଝର ପୋଲିସ ମହଲରେ ଖେଳିଗଲା ଖୁସିର ମାହୋଲ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ହାବିଲଦାର, ସିପାହୀ ଓ କନେଷ୍ଟବଳ ମହସଂଘର ସଭାପତି ହେଲେ ଅନିଲ କୁମାର ଷଣ୍ଢ (ହାବିଲଦାର/୧୭୮)। କେନ୍ଦୁଝର ଜିଲା ସଂଘର ତୃତୀୟଥର...

ଛାତ୍ରଙ୍କୁ ପଛପଟୁ ଗୋଇଠା ମାରିଲେ ଶିକ୍ଷକ: ଥାନାରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୦।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଛାତ୍ରଙ୍କୁ ଶିକ୍ଷକ ଗୋଇଠା ମାରିବା ସହ ଅସଦାଚରଣ କରିବା ଅଭିଯୋଗ ହୋଇଛି। କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କ୍ରମେ...

ପୁଣି ବାର୍‌ହା ଶିକାରକଲା ‘ଜିନତ୍‌’

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ପୁଣି ବାର୍‌ହା ଶିକାର କରି ଖାଦ୍ୟ ଗ୍ରହଣ କରିଛି। ପାଣି...

ଶିମିଳିପାଳ ସୁରକ୍ଷାରେ ଏଆଇ କ୍ୟାମେରା

ବାରିପଦା,୨୦।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଜଗିଛି ଏଆଇ କ୍ୟାମେରା। କ୍ୟାମେରା ମାଧ୍ୟମରେ ଶିମିଳିପାଳକୁ ସୁରକ୍ଷିତ ରଖିବା ଓ ବନାଗ୍ନିରୁ ରକ୍ଷା କରିବା...

ଦୁର୍ବଳ ହୋଇପଡ଼ିଛି ରାଜଘାଟ ପୋଲ

ଭଦ୍ରକ,୨୦।୧୧(ସନାତନ ରାଉତ): ୨୦୮ ବର୍ଷ ତଳେ ବ୍ରିଟିଶ ଅମଳରେ ଭଦ୍ରକ ସହରର ସାଳନ୍ଦୀ ନଦୀ ଉପରେ ନିର୍ମିତ ଐତିହାସିକ ରାଜଘାଟ ପୋଲ ମରାମତି ଅଭାବରୁ ଦୁର୍ବଳ...

ଦାରିଦ୍ର୍ୟ: ୨୦ ହଜାରରେ ଶିଶୁକନ୍ୟା ବିକ୍ରି

ରାୟଗଡ଼ା/ଜେକେପୁର,୨୦।୧୧ (ଆଶିଷ ରଞ୍ଜନ ପଣ୍ଡା/ରାଜେଶ ବିଶ୍ୱାଳ):ଦାରିଦ୍ର୍ୟ ଯୋଗୁ ମାତ୍ର ୨୦ ହଜାର ଟଙ୍କାରେ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରିକଲେ ମା’ବାପା। ରାୟଗଡ଼ା ଜିଲା ଚାନ୍ଦିଲି ଥାନା...

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri