ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି…

ଜୁଆଣି ପାଣି ପିଇଲେ ଅନେକ ଉପକାର ହୋଇଥାଏ। ଏହା ପେଟକୁ ଥଣ୍ଡା ରଖିବା ସହିତ ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ଏହା ହରମୋନସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ ହାର୍ଟ ଆଟାକ୍‌ ସମସ୍ୟାରୁ ମିଳିଥାଏ ମୁକ୍ତି। ନିୟମିତ ଏହାକୁ ପିଇଲେ ମେଦବହୁଳତାରୁ ମୁକ୍ତି ମିଳେ। ଏହି ପାଣି ଶରୀରରେ ଥିବା ଅତ୍ୟଧିକ ଚର୍ବି ହ୍ରାସ କରିଥାଏ। ସେହିପରି ରକ୍ତଚାପ, ଉଜ୍ଜ୍ୱଳ ତ୍ୱଚା ଲାଗି ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଏଥିରେ ଥିବା ଥାୟମୋଲ ତେଲ ଦାନ୍ତବିନ୍ଧାରୁ ଦିଏ ମୁକ୍ତି। ସେହିପରି ଗର୍ଭବତୀ ମହିଳାମାନେ ଏହାକୁ ପିଇଲେ ଏସିଡିଟି ଓ କୋଷ୍ଠକାଠିନ୍ୟ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦରିଦ୍ର କରିଦିଏ ଏହି ୬ ଅଭ୍ୟାସ, ଆପଣଙ୍କର ନାହିଁ ତ? ଜାଣନ୍ତୁ କ’ଣ କହିଛନ୍ତି…

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ...

ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ ଚାହୁଁଥିଲେ ଆପଣାନ୍ତୁ କିଛିଟା ଟିପ୍ସ

ଖରାପ ଲାଇଫ୍‌ଷ୍ଟାଇଲ୍‌ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର...

‘ଏସ୍‌’ ନାମଧାରୀ ବ୍ୟକ୍ତିଙ୍କ ଏଭଳି ହୋଇଥାଏ ସ୍ବଭାବ, ଯେଉଁ କାମ କରନ୍ତି…

ନାମର ପ୍ରଥମ ଅକ୍ଷର ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ଉପରେ ପ୍ରଭାବ ପକାଇଥାଏ। କିଛି ଅକ୍ଷର ଏପରି ଥାଏ, ଆମ ଆଖପାଖରେ ଅନେକ ନାମ ସେଭଳି...

ଶନିବାର ଦିନ ଖାଉଛନ୍ତି କି ଆମିଷ? ବୈଜ୍ଞାନିକ କାରଣ ଜାଣିଲେ ଆଉ ଖାଇବେନି

କ’ଣ ଆପଣ ବି ଶନିବାର ଦିନ ଆମିଷ ଖାଉଛନ୍ତି କି? ଯଦି ହଁ ତେବେ ସାବଧାନ । ଆମ ମଧ୍ୟରୁ ଅଧିକାଂଶ ଲୋକ ଶନିବାର ଦିନ...

Hot or cold coffee: ସ୍ବାସ୍ଥ୍ୟ ପାଇଁ କେଉଁଟା ଭଲ?

କଫି ବିଶ୍ୱର ସବୁଠାରୁ ପ୍ରିୟ ପାନୀୟ ମଧ୍ୟରୁ ଗୋଟିଏ। କିଛି ଲୋକଙ୍କର ଗରମ କଫି ବିନା ସକାଳ ଆରମ୍ଭ ହୁଏ ନାହିଁ। ଯେତେବେଳେ କିଛି ଲୋକ...

ବାରମ୍ବାର ପରିସ୍ରା ଲାଗୁଛି କି? ହୋଇପାରେ ଏହି ମାରାତ୍ମକ ରୋଗର ଲକ୍ଷଣ, କରନ୍ତୁ ନାହିଁ ଅଣଦେଖା

ବୟସ ବୃଦ୍ଧି ସହିତ ଅନେକ ପୁରୁଷଙ୍କର ବାରମ୍ବାର ପରିସ୍ରା ହେବାର ସମସ୍ୟା ଆରମ୍ଭ ହୁଏ। କେତେବେଳେ ଏହା ଏକ ସାଧାରଣ ସମସ୍ୟା ହୋଇପାରେ, କିନ୍ତୁ ଯଦି...

ଏମିତି ଲୋକଙ୍କ ଠାରୁ ରୁହନ୍ତୁ ଦୂରରେ, ଜାଣନ୍ତୁ କାହିଁକି କହିଲେ ଚାଣକ୍ୟ

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର...

ଫ୍ରିଜରେ ଆଳୁ ରଖୁଛନ୍ତି କି, ଡାକୁଛନ୍ତି ଏହି ରୋଗକୁ

ଆଳୁର ସେବନ ସଭିଙ୍କୁ ପସନ୍ଦ। ଅଧିକାଂଶ ବ୍ୟଞ୍ଜନରେ ଏହାର ବ୍ୟବହାର କରାଯାଇଥାଏ। କିନ୍ତୁ କିଛି ଲୋକ ଏହାକୁ ଫ୍ରିଜ୍‌ରେ ରଖିଦିଅନ୍ତି; ଯାହା ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image