ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….

ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରର ବିଭିନ୍ନ ହରମୋନ୍‌ସ୍ତରକୁ ନିୟନ୍ତ୍ରିତ କରିଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ କିଛି ମିଶ୍ରି ଖଣ୍ଡ ପକାଇ ଏହାକୁ ସକାଳୁ ପିଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ ସନ୍ତାନ ହୀନତା ଓ କାଶରୁ ମିଳିଥାଏ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ମିଶ୍ରି ପାଣି ମସ୍ତିଷ୍କର ସ୍ମୃତି ଶକ୍ତି ବୃଦ୍ଧି କରେ। ମିଶ୍ରି ପାଣି ପିଇଲେ ଶରୀରରେ ଶର୍କରାର ଅଭାବ ପୂରଣ ହେବା ସହିତ ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଏ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri