ହରିୟାଣା ନିର୍ବାଚନ: ଭାଜପାର ଷ୍ଟାର ପ୍ରଚାରକଙ୍କ ତାଲିକାରେ ମୋଦି, ଅମିତ ଶାହ

ଚଣ୍ଡିଗଡ଼,୪।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ଭାଜପା ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୦ଜଣ ଷ୍ଟାର ପ୍ରଚାରକଙ୍କ ନାମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ନୀତୀନ ଗଡ଼କରି, ଯୋଗୀ ଆଦିତ୍ୟନାଥ, ସ୍କୃତି ଇରାନୀ, ଶିବରାଜ ସିଂହ ଚୌହାନ ଓ ମନହୋର ଲାଲ ଖଟ୍ଟର ସମେତ ବହୁ ତୁଙ୍ଗନେତା ସାମିଲ ରହିଛନ୍ତି।

Share