ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି କରିଛି। ନିଲମ୍ବିତ ବିଏସ୍‌ଏଫ ଯବାନ ତେଜ ବାହାଦୁରଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି। ତେଜ ବାହାଦୁର କରନାଲ ଆସନ ପାଇଁ ନିର୍ବାଚନ ଲଢ଼ିବେ।

Share