Categories: Video

ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଓଡ଼ିଶାକୁ ଫେରି ପାରିବେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ । ଗୁରୁବାର ପ୍ରବାସୀ ଓଡିଆ ରାଜ୍ୟକୁ ଫେରିବା ନେଇ ଓଡ଼ିଶା ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଠିକ୍‌ ନୁହେଁ। ଏହାଦ୍ୱାରା ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି ।