ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ

ବାଙ୍ଗିରିପୋଷି,୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।