ହାତୀ ମୃତଦେହ ଠାବ

ହିନ୍ଦୋଳ, ୧୫।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ସାତମାଇଲ ନିକଟସ୍ଥ ଗୁରିଲୋ କାଜୁ ପଡିଆରେ ବୁଧବାର ଏକ ଦନ୍ତାହାତୀର ମୃତଦେହ ଦେଖିବାକୁ ମିଳିଛି। ହାତୀଟିର ବୟସ ପ୍ରାୟ ୧୪ ବର୍ଷ ହୋଇଥିବା ଅନୁମାନ କରାଯାଉଛି। ଶିକାରୀମାନଙ୍କ ଦ୍ୱାରା ବିଛା ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ସ୍ଥାନୀୟ ଲୋକେ ଏ ନେଇ ବିଭାଗକୁ ଖବର ଦେଇଛନ୍ତି।

Share