ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଉଷୁମ ପାଣିରେ ମହୁ ଏକ ଚାମୁଚେ ମିଶାଇ ପିଇଲେ ମେଦବହୁଳତା ଦୂର ହୁଏ। ଏହା ଶରୀରର ରୋଗପ୍ରତିଷେଧକ ଶକ୍ତି ମଧ୍ୟ ବଢ଼ାଇଥାଏ। ଏହି ପାଣି ରକ୍ତ ଶର୍କରାସ୍ତରକୁ ନିୟନ୍ତ୍ରିତ କରିଥାଏ। ଫଳରେ ଡାଇବେଟିସ୍‌ ଆଶଙ୍କା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ ପରାମର୍ଶ ଦିଆଯାଇଛି।

Share