Advertisement

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ କପେ…

ସକାଳୁ ଖାଲି ପେଟରେ କପେ ରସୁଣ ଚା’ ପିିଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହାର୍ଟ ଆଟାକରେ ଏହା ମହୌଷଧୀ ଭଳି କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ରସୁଣରେ ଭିଟାମିନ୍‌-‘ଏ’, ‘ବି’, ‘ସି’, ଆଣ୍ଟି-ଅକ୍ସିଡାଣ୍ଟ, କ୍ୟାଲସିୟମ୍‌, ଜିଙ୍କ୍‌, ଲୌହ, ମ୍ୟାଗ୍ନେସିୟମ୍‌, ଫସଫରସ୍‌ ପ୍ରଭୃତି ରହିଥାଏ। ନିୟମିତ ୨ଟି ରସୁଣ କୋଲାକୁ ପାଣିରେ ଫୁଟାଇ ଛାଣି ଏଥିରୁ କପେ ଚା’ପରି ପିଇଲେ ଉଚ୍ଚ ରକ୍ତଚାପ, ମାନସିକ ଚାପ, କର୍କଟ, ହାର୍ଟ ଆଟାକ ଆଦିରୁ ସହଜରେ ମୁକ୍ତି ମିଳିଥାଏ।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share