ହିତାଧିକାରୀଙ୍କୁ ଆଗୁଆ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ମିଳିବ। ଏପ୍ରିଲ, ମେ, ଜୁନ୍‌ ଓ ଜୁଲାଇ ମାସର ଆଗୁଆ ଭତ୍ତା ଖୁବ୍‌ଶୀଘ୍ର ହିତାଧିକାରୀଙ୍କୁ ବଣ୍ଟନ କରାଯିବ। ଏ ନେଇ ସୋମବାର ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି।

Share