ହିତାଧିକାରୀଙ୍କୁ ଘରେ ଦିଆଗଲା ଭତ୍ତା

ତିର୍ତ୍ତୋଲ, ୨୭।୩ (ଡି.ଏନ୍‌.ଏ.)- କରୋନା ପାଇଁ ସମସ୍ତ ଭତ୍ତା ହିତାଧିକାରୀଙ୍କୁ ଆଗୁଆ ୪ ମାସର ଭତ୍ତା ପ୍ରଦାନ ପାଇଁ ସରକାର ଘୋଷଣା କରିଛନ୍ତି। ଏ ନେଇ ତିର୍ତ୍ତୋଲ ବ୍ଲକ ଅଞ୍ଚଳରେ ଭତ୍ତା ବଣ୍ଟନ ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ବ୍ଲକ ପ୍ରଶାସନ ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ହିତାଧିକାରୀଙ୍କ ଘରକୁ ଯାଇ ଭତ୍ତା ପ୍ରଦାନ କରୁଥିବା ବିଡିଓ ରଞ୍ଜନ ପରିଡ଼ା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ: ଧର୍ମେନ୍ଦ୍ର

ପାରାଦୀପ, ୨୪।୧୨(ଶରତ ରାଉତ):ପୂର୍ବୋଦୟରୁ ଭାରତର ବିକାଶ ହେବ। ଏହାର ପ୍ରକୃଷ୍ଟ ସ୍ଥାନ ହେଉଛି ପାରାଦୀପ। ରାଜ୍ୟ ଓ ଦେଶ ବିକାଶରେ ପାରାଦୀପ ହେଉଛି ମାଧ୍ୟମ। ବିଶ୍ୱ...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଦାଉ ସାଧୁଛି ବର୍ଷା, ଚିନ୍ତାରେ ଚାଷୀ

ଜଗତସିଂହପୁର ଅଫିସ, ୨୨ା୧୨ (ପ୍ରମୋଦ କୁମାର ନାୟକ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ମାତ୍ରାଧିକ ବର୍ଷା...

ମହିଳାଙ୍କୁ ଅସଦାଚରଣ! ଜଗତସିଂହପୁର ସହକାରୀ ଜିଲାପାଳ ନିଲମ୍ବିତ

ଭୁବନେଶ୍ୱର,୧୮ା୧୨: କାର୍ଯ୍ୟରତ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଜଗତସିଂହପୁର ସହକାରୀ ଜିଲାପାଳ। ସହକାରୀ ଜିଲାପାଳ ଉମେଶଚନ୍ଦ୍ର ଲେଙ୍କାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ...

ଗଞ୍ଜେଇ ବଦଳରେ ମଦ ଜବତ ଘଟଣା:ଅବକାରୀ ଏସଆଇ ନିଲମ୍ବିତ

ପାରାଦୀପ,୧୨୧୨ (ଶରତ ରାଉତ): ପାରାଦୀପ ଅବକାରୀ ବିଭାଗର ସବଇନ୍ସପେକ୍ଟର ଜ୍ୟୋତିରଞ୍ଜନ ସେନାପତି ଗୁରୁବାର ନିଲମ୍ବିତ ହୋଇଛନ୍ତି। କୋହଳ ଦଫା ଲଗାଇ ଅଭିଯୁକ୍ତଙ୍କୁ ଖସାଇବା ଉଦ୍ୟମ ଅଭିଯୋଗ...

ପାରାଦୀପରେ ୭୮ ବାଂଲାଦେଶୀଙ୍କୁ ଅଟକ ରଖିଲା କୋଷ୍ଟଗାର୍ଡ

ପାରାଦୀପ,୧୦।୧୨: ବାଂଲାଦେଶରେ ଏବେ କ୍ଷମତା ସଙ୍କଟ ଚାଲିଥିବା ବେଳେ ଭାରତ ସହିତ ମଧ୍ୟ ସମ୍ପର୍କ ବିଗିଡ଼ିବାର ଆଶଙ୍କା ରହିଛି। ଏଭଳି ପରିସ୍ଥିତିରେ ମଙ୍ଗଳବାର ପାରାଦୀପ ତଟରେ...

ବୋଉକୁ ଛେନାପୋଡ଼ ଖୁଆଇଥିଲି

ଜଗତ୍‌ସିଂହପୁର ଜିଲା ବିଓଁଳ ଗାଁର ଏକ ନିମ୍ନମଧ୍ୟବିତ୍ତ ପରିବାରରେ ମୋ ଜନ୍ମ। ଆମର ଥାଏ ଅଳ୍ପ କିଛି ଚାଷଜମି। ଚାଷ ଓ ଛୋଟମୋଟ ବ୍ୟବସାୟରୁ ବାପା...

ଗ୍ୟାସ୍‌ ପାଇପ୍‌ ଲାଇନ୍‌ ମରାମତିବେଳେ ଅଘଟଣ: ମାଟି ତଳେ ଚାପି ହୋଇ ଶ୍ରମିକଙ୍କ ଜୀବନ ଗଲା

ପାରାଦୀପ,୬ା୧୨: କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍‌ ପାଇପ୍‌ ଲାଇନ ମରାମତିବେଳେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri