Categories: ଜାତୀୟ

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟ୍‌କା

ଶିମଲା,୨୯।୧୦: ହିମାଚଳ ପ୍ରଦେଶ ଚମ୍ବାରେ ମଙ୍ଗଳବାର ସକାଳେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଛି। ଏଥିରେ କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ଭୂକମ୍ପର କେନ୍ଦ୍ରସ୍ଥଳ ଚମ୍ବା ଜିଲା ରହିଥିବା ବେଳେ ଲଗାତର ଭୂକମ୍ପ ଝଟ୍‌କା ଯୋଗୁ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି।

Share