ହୋମ୍‌ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ ବୁଡ଼ିଦୋ ଗ୍ରାମର ପ୍ରଦୀପ ଦେହୁରୀଙ୍କ ପୁଅ ସାହେବ(୧୯)। ବୁଧବାର ଦୌଡୁଥିବା ବେଳେ ଅସୁସ୍ଥ ହୋଇପଡ଼ିଥିଲେ ସାହେବ। ତାଙ୍କୁ ସଙ୍ଗେ ସଙ୍ଗେ ଦେବଗଡ଼ ଜଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଗୁରୁବାର ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର...

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…

ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image