୧୦ମ ରାଉଣ୍ଡ ଶେଷ, ବିଜେଡି-କଂଗ୍ରେସ ଜୋରଦାର ଟକ୍କର

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେଡି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେଉଛି। ବିଜେଡି ପ୍ରାର୍ଥୀ ଶଶିଭୂଷଣ ବେହେରା ଆଗରେ ରହିଥିଲେ ହେଁ କଂଗ୍ରେସ ପ୍ରାର୍ଥୀ ଗଣେଶ୍ୱର ବେହେରାଙ୍କଠାରୁ ମାତ୍ର ୨୧୦୨ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।