୧୨ ରାଉଣ୍ଡ: ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ

ଭଦ୍ରକ ଅଫିସ, ୨୩।୫ – ୧୨ ରାଉଣ୍ଡରେ ଭଦ୍ରକ ଲୋକ ସଭାରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ୯୦, ୬୩୩, ଭାଜପା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ୮୬,୧୦୦ ଓ କଂଗ୍ରେସ ପ୍ରାର୍ଥୀ ମଧୁମିତା ସେଠୀ ୩୯,୮୭୨ ଭୋଟ ପାଇଥିବା ଜଣାପଡ଼ିଛି।