ଭୁବନେଶ୍ୱର,୯।୧୧: ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ନେଇ ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି। ଜନଜାତି ଗୌରବ ଦିବସକୁ ଉଦ୍ଘାଟନ କରିବେ । ଏହି ଅବସରରେ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ପାଳନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ୧୫ରୁ ଆରମ୍ଭ ହୋଇ ବର୍ଷବ୍ୟାପୀ ଚାଲିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।