ରାଜନଗର,୭ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ପଞ୍ଚାୟତର ୧୫ଟି କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ୫ ଦିନରେ ୧୮୬ ଜଣଙ୍କର ସ୍ବାବ୍ ଟେଷ୍ଟ୍ ପାଇଁ ସଂଗ୍ରହ କରାଯାଇଛି। ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଏହି ନମୁନା ସଂଗ୍ରହ କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, କେନ୍ଦ୍ରାପଡ଼ା