୧୭ରୁ କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ

ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି କୋଭିଡ ଗାଇଡଲାଇନ ମାନି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ଶୁକ୍ରବାର ଉଚ୍ଚ ଶିକ୍ଷାବିଭାଗ ପକ୍ଷରୁ ସବୁ ଭିସି ଓ ଅଧ୍ୟକ୍ଷମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।

Share